ହିତୋପଦେଶ 31:31 - ପବିତ୍ର ବାଇବଲ31 ସେ ପାଇବାର ଉପଯୁକ୍ତ ପୁରସ୍କାର ତାକୁ ଦିଅ। ତାକୁ ତା’ ନିଜର କର୍ମ କରିବାକୁ ଛାଡ଼ିଦିଅ। ସେ ଯାହା କରିଯାଇଛି ଲୋକମାନଙ୍କ ନଗର ଦ୍ୱାରରେ ତାହାର ପ୍ରଶଂସା ଆଣିଦିଏ। Ver Capítuloପବିତ୍ର ବାଇବଲ (Re-edited) - (BSI)31 ତାହାର ହାତର ଫଳ ତାହାକୁ ଦିଅ, ପୁଣି ତାହାର ନିଜ କର୍ମ ନଗର-ଦ୍ଵାରରେ ତାହାର ପ୍ରଶଂସା କରୁ। Ver Capítuloଓଡିଆ ବାଇବେଲ31 ତାହାର ହାତର ଫଳ ତାହାକୁ ଦିଅ, ପୁଣି, ତାହାର ନିଜ କର୍ମ ନଗର-ଦ୍ୱାରରେ ତାହାର ପ୍ରଶଂସା କରୁ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ତାହାର ହାତର ଫଳ ତାହାକୁ ଦିଅ, ପୁଣି, ତାହାର ନିଜ କର୍ମ ନଗର-ଦ୍ୱାରରେ ତାହାର ପ୍ରଶଂସା କରୁ। Ver Capítulo |