ହିତୋପଦେଶ 4:14 - ପବିତ୍ର ବାଇବଲ14 ମନ୍ଦ ଲୋକମାନଙ୍କର ପଥ ଅନୁସରଣ କର ନାହିଁ। ସେମାନଙ୍କ ପରି ବାସ କର ନାହିଁ। ସେମାନଙ୍କ ପରି ହେବାକୁ ଚେଷ୍ଟା କର ନାହିଁ। Ver Capítuloପବିତ୍ର ବାଇବଲ (Re-edited) - (BSI)14 ପାପୀମାନଙ୍କ ପଥ ମଧ୍ୟରେ ପଶ ନାହିଁ ଏବଂ ଦୁଷ୍ଟଲୋକମାନଙ୍କ ବାଟରେ ଚାଲ ନାହିଁ। Ver Capítuloଓଡିଆ ବାଇବେଲ14 କୁକର୍ମୀମାନଙ୍କ ପଥ ମଧ୍ୟରେ ପ୍ରବେଶ କର ନାହିଁ ଏବଂ ଦୁଷ୍ଟଲୋକମାନଙ୍କ ବାଟରେ ଚାଲ ନାହିଁ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କୁକର୍ମୀମାନଙ୍କ ପଥ ମଧ୍ୟରେ ପ୍ରବେଶ କର ନାହିଁ ଏବଂ ଦୁଷ୍ଟ ଲୋକମାନଙ୍କ ବାଟରେ ଚାଲ ନାହିଁ। Ver Capítulo |