ହିତୋପଦେଶ 4:17 - ପବିତ୍ର ବାଇବଲ17 ମନ୍ଦ କି ଅସତ୍ୟ କାମ କରିବା ସେମାନଙ୍କର ଖାଦ୍ୟ ଓ ପାନୀୟ! ଏହା ବ୍ୟତୀତ ସେମାନେ ବଞ୍ଚିପାରିବେ ନାହିଁ। Ver Capítuloପବିତ୍ର ବାଇବଲ (Re-edited) - (BSI)17 ଯେହେତୁ ସେମାନେ ଦୁଷ୍ଟତାରୂପ ଅନ୍ନ ଭକ୍ଷଣ କରନ୍ତି; ପୁଣି ଦୌରାତ୍ମ୍ୟରୂପ ଦ୍ରାକ୍ଷାରସ ପାନ କରନ୍ତି। Ver Capítuloଓଡିଆ ବାଇବେଲ17 ଯେହେତୁ ସେମାନେ ଦୁଷ୍ଟତାରୂପ ଅନ୍ନ ଭକ୍ଷଣ କରନ୍ତି; ପୁଣି, ଦୌରାତ୍ମ୍ୟରୂପ ଦ୍ରାକ୍ଷାରସ ପାନ କରନ୍ତି। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଯେହେତୁ ସେମାନେ ଦୁଷ୍ଟତାରୂପ ଅନ୍ନ ଭକ୍ଷଣ କରନ୍ତି; ପୁଣି, ଦୌରାତ୍ମ୍ୟରୂପ ଦ୍ରାକ୍ଷାରସ ପାନ କରନ୍ତି। Ver Capítulo |