La Biblia Online

- Anuncios -




ହିତୋପଦେଶ 5:12 - ପବିତ୍ର ବାଇବଲ

12-13 ସେତେବେଳେ ତୁମ୍ଭେ କହିବ, “କାହିଁକି ମୁଁ ମୋର ପିତାଙ୍କ କଥା ଶୁଣିଲି ନାହିଁ। ମୁଁ କାହିଁକି ମୋର ଶିକ୍ଷକମାନଙ୍କର କଥା ଶୁଣିଲି ନାହିଁ, ମୁଁ ଶାସନାଧୀନ ହେବାକୁ ମନା କଲି, ମୁଁ ନିଜକୁ ସଂଶୋଧିତ କରିବା ପାଇଁ ମନା କଲି।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

12 ଆଉ କହିବ, ମୁଁ ଉପଦେଶ କିପରି ଘୃଣା କଲି ! ପୁଣି, ମୋହର ମନ ଅନୁଯୋଗକୁ କିପରି ତୁଚ୍ଛ କଲା !

Ver Capítulo Copiar

ଓଡିଆ ବାଇବେଲ

12 ଆଉ କହିବ, ମୁଁ ଉପଦେଶ କିପରି ଘୃଣା କଲି ! ପୁଣି, ମୋହର ମନ ଅନୁଯୋଗକୁ କିପରି ତୁଚ୍ଛ କଲା !

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆଉ କହିବ, “ମୁଁ ଉପଦେଶ କିପରି ଘୃଣା କଲି! ପୁଣି, ମୋହର ମନ ଅନୁଯୋଗକୁ କିପରି ତୁଚ୍ଛ କଲା!

Ver Capítulo Copiar




ହିତୋପଦେଶ 5:12

Síguenos en:

Anuncios


Anuncios