ହିତୋପଦେଶ 6:30 - ପବିତ୍ର ବାଇବଲ30 ଭୋକିଲା ଯୋଗୁଁ ଯଦି ଗ୍ଭେରି କରେ। ତେବେ ଲୋକେ ତାକୁ ଘୃଣା କରିବେ। Ver Capítuloପବିତ୍ର ବାଇବଲ (Re-edited) - (BSI)30 ଚୋର କ୍ଷୁଧିତ ହୋଇ ପ୍ରାଣରକ୍ଷାର୍ଥେ ଯେବେ ଚୋରି କରେ, ତେବେ ଲୋକେ ତାହାକୁ ତୁଚ୍ଛ କରନ୍ତି ନାହିଁ। Ver Capítuloଓଡିଆ ବାଇବେଲ30 ଚୋର କ୍ଷୁଧିତ ହୋଇ ପ୍ରାଣରକ୍ଷାର୍ଥେ ଯଦି ଚୋରି କରେ, ତେବେ ଲୋକେ ତାହାକୁ ତୁଚ୍ଛ କରନ୍ତି ନାହିଁ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଚୋର କ୍ଷୁଧିତ ହୋଇ ପ୍ରାଣରକ୍ଷାର୍ଥେ ଯଦି ଚୋରି କରେ, ତେବେ ଲୋକେ ତାହାକୁ ତୁଚ୍ଛ କରନ୍ତି ନାହିଁ। Ver Capítulo |