ହିତୋପଦେଶ 8:35 - ପବିତ୍ର ବାଇବଲ35 ଯେଉଁ ଲୋକ ମୋତେ ପାଏ, ସେ ଜୀବନ ପାଏ। ସେ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାପ୍ତ ହେବ। Ver Capítuloପବିତ୍ର ବାଇବଲ (Re-edited) - (BSI)35 ଯେହେତୁ ଯେ ମୋତେ ପାଏ, ସେ ଜୀବନ ପାଏ ଏବଂ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାପ୍ତ ହେବ। Ver Capítuloଓଡିଆ ବାଇବେଲ35 ଯେହେତୁ ଯେ ମୋତେ ପାଏ, ସେ ଜୀବନ ପାଏ ଏବଂ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାପ୍ତ ହେବ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ଯେହେତୁ ଯେ ମୋତେ ପାଏ, ସେ ଜୀବନ ପାଏ ଏବଂ ସଦାପ୍ରଭୁଙ୍କର ଅନୁଗ୍ରହପ୍ରାପ୍ତ ହେବ। Ver Capítulo |