ଗୀତସଂହିତା 10:6 - ପବିତ୍ର ବାଇବଲ6 ସେହି ଲୋକମାନେ ଭାବନ୍ତି ଯେ, ସେମାନଙ୍କ ଉପରେ କେବେ ବିପଦ ଆସିବ ନାହିଁ। ସେମାନେ କହନ୍ତି, “ଆମ୍ଭର ସବୁବେଳେ ଭଲ ହେବ ଏବଂ କେବେ ବି ଆମ୍ଭେ ଦଣ୍ଡ ପାଇବୁ ନାହିଁ।” Ver Capítuloପବିତ୍ର ବାଇବଲ (Re-edited) - (BSI)6 ସେ ଆପଣା ମନେ ମନେ କହେ, ମୁଁ ଘୁଞ୍ଚା ଯିବି ନାହିଁ; ପୁରୁଷାନୁକ୍ରମେ ମୁଁ ବିପଦଗ୍ରସ୍ତ ନୋହିବି। Ver Capítuloଓଡିଆ ବାଇବେଲ6 ସେ ଆପଣା ମନେ ମନେ କହେ, “ମୋ’ ପ୍ରତି କିଛି ବିପଦ ଘଟିବ ନାହିଁ; ପୁରୁଷାନୁକ୍ରମେ ମୁଁ ବିପଦଗ୍ରସ୍ତ ନୋହିବି।” Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେ ଆପଣା ମନେ ମନେ କହେ, “ମୋʼ ପ୍ରତି କିଛି ବିପଦ ଘଟିବ ନାହିଁ; ପୁରୁଷାନୁକ୍ରମେ ମୁଁ ବିପଦଗ୍ରସ୍ତ ନୋହିବି।” Ver Capítulo |