ଗୀତସଂହିତା 10:9 - ପବିତ୍ର ବାଇବଲ9 ସେହି ଦୁଷ୍ଟ ଲୋକମାନେ ସିଂହ ଭଳି ଅନ୍ୟ ପ୍ରାଣୀମାନଙ୍କୁ ଧରି ଖାଇ ଯାଆନ୍ତି ସେମାନେ ଗରିବ ଲୋକମାନଙ୍କୁ ଆକ୍ରମଣ କରନ୍ତି। ସେହି ନିରୀହ ଲୋକମାନେ ସହଜରେ ସେହି ଦୁଷ୍ଟମାନଙ୍କ ଦ୍ୱାରା ବସାଯାଇଥିବା ଯନ୍ତାରେ ପଡ଼ି ଯାଆନ୍ତି। Ver Capítuloପବିତ୍ର ବାଇବଲ (Re-edited) - (BSI)9 ଯେପରି ସିଂହ ଆପଣା ଗହ୍ଵରରେ, ସେପରି ସେ ଆବୃତ ସ୍ଥାନରେ ଛକି ବସେ, ସେ ଦରିଦ୍ରକୁ ଧରିବା ପାଇଁ ଛକି ବସେ; ସେ ଦରିଦ୍ରକୁ ଧରି ଆପଣା ଜାଲରେ ଟାଣେ। Ver Capítuloଓଡିଆ ବାଇବେଲ9 ଯେପରି ସିଂହ ଆପଣା ଗହ୍ୱରରେ, ସେପରି ସେ ଆବୃତ ସ୍ଥାନରେ ଛକି ବସେ, ସେ ଦରିଦ୍ରକୁ ଧରିବା ପାଇଁ ଛକି ବସେ; ସେ ଶିକାରୀ ସଦୃଶ୍ୟ ଦରିଦ୍ରକୁ ଧରି ଆପଣା ଜାଲରେ ଟାଣେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଯେପରି ସିଂହ ଆପଣା ଗହ୍ୱରରେ, ସେପରି ସେ ଆବୃତ ସ୍ଥାନରେ ଛକି ବସେ, ସେ ଦରିଦ୍ରକୁ ଧରିବା ପାଇଁ ଛକି ବସେ; ସେ ଶିକାରୀ ସଦୃଶ୍ୟ ଦରିଦ୍ରକୁ ଧରି ଆପଣା ଜାଲରେ ଟାଣେ। Ver Capítulo |