ଗୀତସଂହିତା 2:9 - ପବିତ୍ର ବାଇବଲ9 ତୁମ୍ଭେ ସେହି ରାଜ୍ୟସବୁକୁ ମାଟିପାତ୍ରକୁ ଲୁହାଛଡ଼ରେ ଖଣ୍ଡ ଖଣ୍ଡ କରି ଗୁଣ୍ଡ କଲାଭଳି ଧ୍ୱଂସ କରିଦେଇ ପାରିବ।” Ver Capítuloପବିତ୍ର ବାଇବଲ (Re-edited) - (BSI)9 ତୁମ୍ଭେ ଲୌହଦଣ୍ତରେ ସେମାନଙ୍କୁ ଭାଙ୍ଗିବ; ତୁମ୍ଭେ କୁମ୍ଭକାରର ପାତ୍ର ପରି ସେମାନଙ୍କୁ ଚୂର୍ଣ୍ଣ କରିବ। Ver Capítuloଓଡିଆ ବାଇବେଲ9 ତୁମ୍ଭେ ଲୌହ ଦଣ୍ଡରେ ସେମାନଙ୍କୁ ଭାଙ୍ଗିବ; ତୁମ୍ଭେ କୁମ୍ଭକାରର ପାତ୍ର ପରି ସେମାନଙ୍କୁ ଚୂର୍ଣ୍ଣ କରିବ।” Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତୁମ୍ଭେ ଲୌହ ଦଣ୍ଡରେ ସେମାନଙ୍କୁ ଭାଙ୍ଗିବ; ତୁମ୍ଭେ କୁମ୍ଭକାରର ପାତ୍ର ପରି ସେମାନଙ୍କୁ ଚୂର୍ଣ୍ଣ କରିବ।” Ver Capítulo |