ଗୀତସଂହିତା 5:11 - ପବିତ୍ର ବାଇବଲ11 କିନ୍ତୁ ଯେଉଁମାନେ ପରମେଶ୍ୱରଙ୍କ ଉପରେ ବିଶ୍ୱାସ ରଖନ୍ତି, ସେମାନେ ସୁଖରେ ରୁହନ୍ତି ଏବଂ ସେମାନେ ଚିରଦିନ ପାଇଁ ସୁଖରେ ରୁହନ୍ତି। ପରମେଶ୍ୱର, ତୁମ୍ଭେ ଆପଣା ଲୋକମାନଙ୍କୁ ରକ୍ଷା କର ଏବଂ ଯେଉଁମାନେ ତୁମ୍ଭର ନାମର ପ୍ରଶଂସା କରନ୍ତି, ସେମାନଙ୍କୁ ଅଧିକ ଶକ୍ତି ପ୍ରଦାନ କର। Ver Capítuloପବିତ୍ର ବାଇବଲ (Re-edited) - (BSI)11 ମାତ୍ର ତୁମ୍ଭର ଶରଣାଗତ ଲୋକ ସମସ୍ତେ ଆନନ୍ଦ କରନ୍ତୁ, ସେମାନେ ଆନନ୍ଦ ସକାଶୁ ସର୍ବଦା ଜୟଧ୍ଵନି କରନ୍ତୁ, କାରଣ ତୁମ୍ଭେ ସେମାନଙ୍କୁ ରକ୍ଷା କରୁଅଛ; ଆହୁରି, ଯେଉଁମାନେ ତୁମ୍ଭ ନାମକୁ ପ୍ରେମ କରନ୍ତି, ସେମାନେ ତୁମ୍ଭଠାରେ ଉଲ୍ଲସିତ ହେଉନ୍ତୁ। Ver Capítuloଓଡିଆ ବାଇବେଲ11 ମାତ୍ର ତୁମ୍ଭର ଶରଣାଗତ ଲୋକ ସମସ୍ତେ ଆନନ୍ଦ କରନ୍ତୁ; ସେମାନେ ଆନନ୍ଦ ସକାଶୁ ସର୍ବଦା ଜୟଧ୍ୱନି କରନ୍ତୁ; କାରଣ ତୁମ୍ଭେ ସେମାନଙ୍କୁ ରକ୍ଷା କରୁଅଛ; ଆହୁରି, ଯେଉଁମାନେ ତୁମ୍ଭ ନାମକୁ ପ୍ରେମ କରନ୍ତି, ସେମାନେ ତୁମ୍ଭଠାରେ ଉଲ୍ଲସିତ ହେଉନ୍ତୁ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ମାତ୍ର ତୁମ୍ଭର ଶରଣାଗତ ଲୋକ ସମସ୍ତେ ଆନନ୍ଦ କରନ୍ତୁ; ସେମାନେ ଆନନ୍ଦ ସକାଶୁ ସର୍ବଦା ଜୟଧ୍ୱନି କରନ୍ତୁ; କାରଣ ତୁମ୍ଭେ ସେମାନଙ୍କୁ ରକ୍ଷା କରୁଅଛ; ଆହୁରି, ଯେଉଁମାନେ ତୁମ୍ଭ ନାମକୁ ପ୍ରେମ କରନ୍ତି, ସେମାନେ ତୁମ୍ଭଠାରେ ଉଲ୍ଲସିତ ହେଉନ୍ତୁ। Ver Capítulo |