ଗୀତସଂହିତା 5:12 - ପବିତ୍ର ବାଇବଲ12 ହେ ସଦାପ୍ରଭୁ ଯେତେବେଳେ ତୁମ୍ଭେ ଧାର୍ମିକ ଲୋକମାନଙ୍କୁ ଆନନ୍ଦ ପ୍ରଦାନ କର, ତୁମ୍ଭେ ସେମାନଙ୍କୁ ବିରାଟ ଢାଲ ସଦୃଶ ସମସ୍ତ କୁକାର୍ଯ୍ୟରୁ ରକ୍ଷା କର। Ver Capítuloପବିତ୍ର ବାଇବଲ (Re-edited) - (BSI)12 ଯେଣୁ ତୁମ୍ଭେ ଧାର୍ମିକକୁ ଆଶୀର୍ବାଦ କରିବ; ହେ ସଦାପ୍ରଭୋ, ତୁମ୍ଭେ ତାହାକୁ ଢାଲ ପରି ଅନୁଗ୍ରହରେ ବେଷ୍ଟନ କରିବ। Ver Capítuloଓଡିଆ ବାଇବେଲ12 ଯେଣୁ ତୁମ୍ଭେ ଧାର୍ମିକକୁ ଆଶୀର୍ବାଦ କରିବ; ହେ ସଦାପ୍ରଭୁ, ତୁମ୍ଭେ ତାହାକୁ ଢାଲ ପରି ଅନୁଗ୍ରହରେ ବେଷ୍ଟନ କରିବ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଯେଣୁ ତୁମ୍ଭେ ଧାର୍ମିକକୁ ଆଶୀର୍ବାଦ କରିବ; ହେ ସଦାପ୍ରଭୋ, ତୁମ୍ଭେ ତାହାକୁ ଢାଲ ପରି ଅନୁଗ୍ରହରେ ବେଷ୍ଟନ କରିବ। Ver Capítulo |