La Biblia Online

- Anuncios -




ଗୀତସଂହିତା 6:6 - ପବିତ୍ର ବାଇବଲ

6 ହେ ସଦାପ୍ରଭୁ, ସାରା ରାତି ମୁଁ ତୁମ୍ଭକୁ ପ୍ରାର୍ଥନା କଲି। ମୋର ବିଛଣା ମୋର ଲୁହରେ ଭିଜିଗଲା। ମୁଁ ଅତି ଦୁର୍ବଳ ତୁମ୍ଭକୁ କାକୁତ୍ତି କରି ଜଣାଉଛି।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

6 ମୁଁ ଆପଣା କାତରୋକ୍ତିରେ କ୍ଳା; ହୋଇଅଛି; ପ୍ରତି ରାତ୍ରି ମୁଁ ଆପଣା ଶଯ୍ୟା ଭସାଏ, ମୁଁ ଲୋତକରେ ଆପଣା ବିଛଣା ତିନ୍ତାଏ।

Ver Capítulo Copiar

ଓଡିଆ ବାଇବେଲ

6 ମୁଁ ଆପଣା କାତରୋକ୍ତିରେ କ୍ଳାନ୍ତ ହୋଇଅଛି; ପ୍ରତି ରାତ୍ରି ମୁଁ ଆପଣା ଶଯ୍ୟା ଭସାଏ, ମୁଁ ଲୋତକରେ ଆପଣା ବିଛଣା ତିନ୍ତାଏ।

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ମୁଁ ଆପଣା କାତରୋକ୍ତିରେ କ୍ଳାନ୍ତ ହୋଇଅଛି; ପ୍ରତି ରାତ୍ରି ମୁଁ ଆପଣା ଶଯ୍ୟା ଭସାଏ, ମୁଁ ଲୋତକରେ ଆପଣା ବିଛଣା ତିନ୍ତାଏ।

Ver Capítulo Copiar




ଗୀତସଂହିତା 6:6

Síguenos en:

Anuncios


Anuncios