ଗୀତସଂହିତା 9:13 - ପବିତ୍ର ବାଇବଲ13 ମୁଁ ଏହି ପ୍ରାର୍ଥନା ପରମେଶ୍ୱରଙ୍କ ନିକଟରେ କରିବି, “ହେ ସଦାପ୍ରଭୁ, ମୋ’ ପ୍ରତି ଦୟାକର। ଦେଖ, ମୋର ଶତ୍ରୁମାନେ କିଭଳି ମୋ’ ପଛରେ ମୋତେ ଆଘାତ କରିବାକୁ ଲାଗିଛନ୍ତି। ମୋତେ ‘ମୃତ୍ୟୁ ସ୍ଥାନରୁ’ ଉଦ୍ଧାର କର। Ver Capítuloପବିତ୍ର ବାଇବଲ (Re-edited) - (BSI)13 ହେ ସଦାପ୍ରଭୋ, ହେ ମୃତ୍ୟୁଦ୍ଵାରରୁ ମୋହର ଉଠାଇବା କର୍ତ୍ତା, ମୋʼ ପ୍ରତି ଦୟା କର; ମୁଁ ଘୃଣାକାରୀମାନଙ୍କଠାରୁ ଯେଉଁ କ୍ଳେଶ ଭୋଗ କରେ, ତହିଁ ପ୍ରତି ଦୃଷ୍ଟି କର। Ver Capítuloଓଡିଆ ବାଇବେଲ13 ହେ ସଦାପ୍ରଭୁ, ହେ ମୃତ୍ୟୁୁଦ୍ୱାରରୁ ମୋହର ଉଠାଇବା କର୍ତ୍ତା, ମୋ’ ପ୍ରତି ଦୟା କର; ମୁଁ ଘୃଣାକାରୀମାନଙ୍କଠାରୁ ଯେଉଁ କ୍ଳେଶ ଭୋଗ କରେ, ତହିଁ ପ୍ରତି ଦୃଷ୍ଟି କର। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ହେ ସଦାପ୍ରଭୋ, ହେ ମୃତ୍ୟୁୁଦ୍ୱାରରୁ ମୋହର ଉଠାଇବା କର୍ତ୍ତା, ମୋʼ ପ୍ରତି ଦୟା କର; ମୁଁ ଘୃଣାକାରୀମାନଙ୍କଠାରୁ ଯେଉଁ କ୍ଳେଶ ଭୋଗ କରେ, ତହିଁ ପ୍ରତି ଦୃଷ୍ଟି କର। Ver Capítulo |