ପ୍ରକାଶିତ 22:4 - ପବିତ୍ର ବାଇବଲ4 ସେମାନେ ତାହାଙ୍କ ମୁଖ ଦେଖିବେ। ସେମାନଙ୍କ କପାଳରେ ପରମେଶ୍ୱରଙ୍କର ନାମ ଲେଖାହେବ। Ver Capítuloପବିତ୍ର ବାଇବଲ (Re-edited) - (BSI)4 ସେମାନେ ତାହାଙ୍କ ମୁଖ ଦର୍ଶନ କରିବେ ଓ ତାହାଙ୍କ ନାମ ସେମାନଙ୍କ କପାଳରେ ଲିଖିତ ରହିବ। Ver Capítuloଓଡିଆ ବାଇବେଲ4 ସେମାନେ ତାହାଙ୍କ ମୁଖ ଦର୍ଶନ କରିବେ ଓ ତାହାଙ୍କ ନାମ ସେମାନଙ୍କ କପାଳରେ ଲିଖିତ ରହିବ । Ver Capítuloପବିତ୍ର ବାଇବଲ (CL) NT (BSI)4 ସେମାନେ ତାଙ୍କର ମୁଖ ଦେଖିବେ ଏବଂ ସେମାନଙ୍କ କପାଳରେ ତାଙ୍କର ନାମ ଲେଖାଯିବ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେମାନେ ତାହାଙ୍କ ମୁଖ ଦର୍ଶନ କରିବେ ଓ ତାହାଙ୍କ ନାମ ସେମାନଙ୍କ କପାଳରେ ଲିଖିତ ରହିବ। Ver Capítulo |