ପ୍ରକାଶିତ 22:7 - ପବିତ୍ର ବାଇବଲ7 ‘ଶୁଣ, ଆମ୍ଭେ ଶୀଘ୍ର ଆସୁଅଛୁ! ଏହି ପୁସ୍ତକରେ ଲେଖାଥିବା ଭବିଷ୍ୟଦ୍ବାଣୀର ବାକ୍ୟଗୁଡ଼ିକୁ ଯେଉଁ ଲୋକ ପାଳନ କରିବ, ସେ ଧନ୍ୟ ହେବ।’” Ver Capítuloପବିତ୍ର ବାଇବଲ (Re-edited) - (BSI)7 ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ଯେ ଏହି ପୁସ୍ତକର ଭାବବାଣୀସବୁ ପାଳନ କରେ, ସେ ଧନ୍ୟ। Ver Capítuloଓଡିଆ ବାଇବେଲ7 ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ଯେ ଏହି ପୁସ୍ତକର ଭାବବାଣୀସବୁ ପାଳନ କରେ, ସେ ଧନ୍ୟ । Ver Capítuloପବିତ୍ର ବାଇବଲ (CL) NT (BSI)7 ଯୀଶୁ କହୁଅଛନ୍ତି, “ଶୁଣ! ମୁଁ ଶୀଘ୍ର ଆସୁଛି! ଯେଉଁମାନେ ଏହି ପୁସ୍ତକରେ ପ୍ରକାଶ କରାଯାଇଥିବା ଭାବବାଣୀ ପ୍ରତି ମନୋଯୋଗୀ ହୋଇ ଆଜ୍ଞାବହ ହୁଅନ୍ତି, ସେମାନେ ଭାଗ୍ୟବାନ!” Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 “ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ଯେ ଏହି ପୁସ୍ତକର ଭାବବାଣୀସବୁ ପାଳନ କରେ, ସେ ଧନ୍ୟ।” Ver Capítulo |