ରୋମୀୟ 2:12 - ପବିତ୍ର ବାଇବଲ12 ଯେଉଁ ଲୋକମାନେ ବ୍ୟବସ୍ଥା ଜାଣିଛନ୍ତି ଓ ଯେଉଁ ଲୋକମାନେ ବ୍ୟବସ୍ଥା ବିଷୟରେ ଶୁଣି ନାହାନ୍ତି, ପାପ କର୍ମ କଲାବେଳେ ସମସ୍ତେ ସମାନ। ଲୋକେ ଯେଉଁମାନେ ବ୍ୟବସ୍ଥା ଜାଣି ନାହାନ୍ତି ଓ ପାପ କରୁଛନ୍ତି, ସେମାନେ ନଷ୍ଟ ହୋଇ ଯିବେ ଓ ସେହିପରି, ଯେଉଁମାନେ ବ୍ୟବସ୍ଥା ଜାଣିଛନ୍ତି ଓ ପାପ କରୁଛନ୍ତି, ବ୍ୟବସ୍ଥା ଅନୁସାରେ ସେମାନଙ୍କର ନ୍ୟାୟବିଗ୍ଭର ହେବ। Ver Capítuloପବିତ୍ର ବାଇବଲ (Re-edited) - (BSI)12 ଯେଣୁ ଯେତେ ବ୍ୟବସ୍ଥାବିହୀନ ହୋଇ ପାପ କରିଅଛନ୍ତି, ସେମାନେ ମଧ୍ୟ ବ୍ୟବସ୍ଥା ବିନା ବିନଷ୍ଟ ହେବେ; ଆଉ, ଯେତେ ବ୍ୟବସ୍ଥା ପ୍ରାପ୍ତ ହୋଇ ପାପ କରିଅଛନ୍ତି, ସେମାନେ ବ୍ୟବସ୍ଥାନୁସାରେ ବିଚାରିତ ହେବେ, Ver Capítuloଓଡିଆ ବାଇବେଲ12 ଯେଣୁ ଯେତେ ମୋଶାଙ୍କ ବ୍ୟବସ୍ଥାବିହୀନ ହୋଇ ପାପ କରିଅଛନ୍ତି, ସେମାନେ ମଧ୍ୟ ମୋଶାଙ୍କ ବ୍ୟବସ୍ଥା ବିନା ବିନଷ୍ଟ ହେବେ; ଆଉ, ଯେତେ ମୋଶାଙ୍କ ବ୍ୟବସ୍ଥା ପ୍ରାପ୍ତ ହୋଇ ପାପ କରିଅଛନ୍ତି, ସେମାନେ ମୋଶାଙ୍କ ବ୍ୟବସ୍ଥାନୁସାରେ ବିଚାରିତ ହେବେ, Ver Capítuloପବିତ୍ର ବାଇବଲ (CL) NT (BSI)12 ଅଣଇହୁଦୀମାନେ ମୋଶାଲିଖିତ ବ୍ୟବସ୍ଥା ପାଇ ନାହାନ୍ତି। ବ୍ୟବସ୍ଥାବିହୀନ ହୋଇ ପାପ କଲେ, ସେମାନେ ବିନା ବ୍ୟବସ୍ଥାରେ ବିନଷ୍ଟ ହେବେ। ଅନ୍ୟ ପକ୍ଷରେ ଇହୁଦୀମାନେ ବ୍ୟବସ୍ଥା ଜାଣିଥିବାରୁ, ସେମାନେ ପରପ କଲେ, ସେହି ବ୍ୟବସ୍ଥା ଅନୁଯାୟୀ ଦଣ୍ଡନୀୟ ହେବେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଯେଣୁ ଯେତେ ମୋଶାଙ୍କ ବ୍ୟବସ୍ଥାବିହୀନ ହୋଇ ପାପ କରିଅଛନ୍ତି, ସେମାନେ ମଧ୍ୟ ମୋଶାଙ୍କ ବ୍ୟବସ୍ଥା ବିନା ବିନଷ୍ଟ ହେବେ; ଆଉ, ଯେତେ ମୋଶାଙ୍କ ବ୍ୟବସ୍ଥା ପ୍ରାପ୍ତ ହୋଇ ପାପ କରିଅଛନ୍ତି, ସେମାନେ ମୋଶାଙ୍କ ବ୍ୟବସ୍ଥାନୁସାରେ ବିଚାରିତ ହେବେ, Ver Capítulo |