ରୋମୀୟ 3:12 - ପବିତ୍ର ବାଇବଲ12 ସମସ୍ତେ ସତ୍ୟ ମାର୍ଗ ଭୁଲି ଯାଇଛନ୍ତି ଓ ସମସ୍ତେ ମୂଲ୍ୟହୀନ ହୋଇ ଯାଇଛନ୍ତି। ସେଠାରେ କେହି ନାହିଁ ଯିଏ ଭଲ କରେ। ଏପରିକି ଜଣେ ମଧ୍ୟ ନୁହେଁ।” Ver Capítuloପବିତ୍ର ବାଇବଲ (Re-edited) - (BSI)12 ସେମାନେ ସମସ୍ତେ ବିପଥରେ ଯାଇଅଛନ୍ତି, ଏକ ସାଙ୍ଗରେ ଅକର୍ମଣ୍ୟ ହୋଇଅଛନ୍ତି; ଯେ ସତ୍କର୍ମ କରେ, ଏପରି କେହି ନାହିଁ, ନା, ଏପରି ଜଣେ ହେଲେ ନାହିଁ। Ver Capítuloଓଡିଆ ବାଇବେଲ12 ସେମାନେ ସମସ୍ତେ ବିପଥରେ ଯାଇଅଛନ୍ତି, ଏକସାଙ୍ଗରେ ଅକର୍ମଣ୍ୟ ହୋଇଅଛନ୍ତି ଯେ ସତ୍କର୍ମ କରେ, ଏପରି କେହି ନାହିଁ, ନା, ଏପରି ଜଣେ ହେଲେ ନାହିଁ । Ver Capítuloପବିତ୍ର ବାଇବଲ (CL) NT (BSI)12 ସେମାନେ ସମସ୍ତେ ଈଶ୍ୱରଙ୍କଠାରୁ ଦୂରେଇ ଯାଇଛନ୍ତି; ସମସ୍ତେ ଭ୍ରଷ୍ଟ ହୋଇଛନତି। କେହି ଜଣେ ହେଲେ ସତ୍କାର୍ଯ୍ୟ କରୁ ନାହିଁ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେମାନେ ସମସ୍ତେ ବିପଥରେ ଯାଇଅଛନ୍ତି, ଏକସାଙ୍ଗରେ ଅକର୍ମଣ୍ୟ ହୋଇଅଛନ୍ତି ଯେ ସତ୍କର୍ମ କରେ, ଏପରି କେହି ନାହିଁ, ନା, ଏପରି ଜଣେ ହେଲେ ନାହିଁ। Ver Capítulo |