La Biblia Online

- Anuncios -




ରୋମୀୟ 3:30 - ପବିତ୍ର ବାଇବଲ

30 ପରମେଶ୍ୱର ହେଉଛନ୍ତି ମାତ୍ର ଜଣେ, ସେ ଯିହୂଦୀମାନଙ୍କୁ ସେମାନଙ୍କ ବିଶ୍ୱାସ ଆଧାରରେ ତାହାଙ୍କ ସହିତ ଧାର୍ମିକ କରିବେ। ଅଣଯିହୂଦୀମାନଙ୍କୁ ମଧ୍ୟ ସେମାନଙ୍କର ବିଶ୍ୱାସ ପାଇଁ ସେ ଧାର୍ମିକ କରିବେ।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

30 କାରଣ ଈଶ୍ଵର ତ ଏକ, ଆଉ ସେ ବିଶ୍ଵାସ ହେତୁ ସୁନ୍ନତିକୁ ଓ ବିଶ୍ଵାସ ଦ୍ଵାରା ଅସୁନ୍ନତିକୁ ଧାର୍ମିକ ଗଣିବେ।

Ver Capítulo Copiar

ଓଡିଆ ବାଇବେଲ

30 କାରଣ ଈଶ୍ୱର ତ ଏକ, ଆଉ ସେ ବିଶ୍ୱାସ ହେତୁ ସୁନ୍ନତିକୁ ଓ ବିଶ୍ୱାସ ଦ୍ୱାରା ଅସୁନ୍ନତିକୁ ଧାର୍ମିକ ଗଣିବେ ।

Ver Capítulo Copiar

ପବିତ୍ର ବାଇବଲ (CL) NT (BSI)

30 ଈଶ୍ୱର ଏକ। ଉଭୟ ଇହୁଦୀ ଓ ଅଣଇହୁଦୀମାନଙ୍କର ବିଶ୍ୱାସ ଯୋଗୁ ସେ ସେମାନଙ୍କୁ ଧାର୍ମିକ ରୂପେ ଗ୍ରହଣ କରିବେ।

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 କାରଣ ଈଶ୍ବର ତ ଏକ, ଆଉ ସେ ବିଶ୍ୱାସ ହେତୁ ସୁନ୍ନତିକୁ ଓ ବିଶ୍ୱାସ ଦ୍ୱାରା ଅସୁନ୍ନତିକୁ ଧାର୍ମିକ ଗଣିବେ।

Ver Capítulo Copiar




ରୋମୀୟ 3:30

Síguenos en:

Anuncios


Anuncios