ରୋମୀୟ 3:9 - ପବିତ୍ର ବାଇବଲ9 ସେଥିପାଇଁ ଅନ୍ୟ ଲୋକମାନଙ୍କଠାରୁ ଆମ୍ଭେ ଯିହୂଦୀଗଣ କ’ଣ ଭଲ? ନା। ଯିହୂଦୀ ଓ ଅଣଯିହୂଦୀ ସମସ୍ତେ ସମାନ ବୋଲି ଆମ୍ଭେ ଆଗରୁ କହି ସାରିଛୁ। ସେମାନେ ସମସ୍ତେ ନିଜ ନିଜ ପାପ ପାଇଁ ଦୋଷୀ। Ver Capítuloପବିତ୍ର ବାଇବଲ (Re-edited) - (BSI)9 ତେବେ କଅଣ? ଆମ୍ଭେମାନେ କି ଅନ୍ୟମାନଙ୍କଠାରୁ ଶ୍ରେଷ୍ଠ? ନା, କୌଣସି ପ୍ରକାରେ ନୁହେଁ; କାରଣ ଯିହୁଦୀ ଓ ଗ୍ରୀକ୍ ସମସ୍ତେ ଯେ ପାପର ଅଧୀନ, ଆମ୍ଭେମାନେ ପୂର୍ବରେ ଉଭୟଙ୍କ ବିରୁଦ୍ଧରେ ଏହି ଅଭିଯୋଗ କରିଅଛୁ, Ver Capítuloଓଡିଆ ବାଇବେଲ9 ତେବେ କ'ଣ ? ଆମ୍ଭେମାନେ କି ଅନ୍ୟମାନଙ୍କଠାରୁ ଶ୍ରେଷ୍ଠ ? ନା, କୌଣସି ପ୍ରକାରେ ନୁହେଁ, କାରଣ ଯିହୂଦୀ ଓ ଗ୍ରୀକ୍ ସମସ୍ତେ ଯେ ପାପର ଅଧିନ, ଆମ୍ଭେମାନେ ପୂର୍ବରେ ଉଭୟଙ୍କ ବିରୁଦ୍ଧରେ ଏହି ଅଭିଯୋଗ କରିଅଛୁ, Ver Capítuloପବିତ୍ର ବାଇବଲ (CL) NT (BSI)9 ତେବେ କଅଣ ଇହୁଦୀମାନଙ୍କର ଅବସ୍ଥା ଅଣଇହୁଦୀମାନଙ୍କଠାରୁ ଅଧିକ ଭଲ? ଆଦୌ ନୁହେଁ। ମୁଁ ଆଗରୁ ଦର୍ଶାଇଛି ଯେ, ଉଭୟେ ଇହୁଦୀ ଓ ଅଣଇହୁଦୀ ପାପର କବଳରେ ଅଛନ୍ତି। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତେବେ କଅଣ? ଆମ୍ଭେମାନେ କି ଅନ୍ୟମାନଙ୍କଠାରୁ ଶ୍ରେଷ୍ଠ? ନା, କୌଣସି ପ୍ରକାରେ ନୁହେଁ, କାରଣ ଯିହୁଦୀ ଓ ଗ୍ରୀକ୍ ସମସ୍ତେ ଯେ ପାପର ଅଧୀନ, ଆମ୍ଭେମାନେ ପୂର୍ବରେ ଉଭୟଙ୍କ ବିରୁଦ୍ଧରେ ଏହି ଅଭିଯୋଗ କରିଅଛୁ, Ver Capítulo |