ରୋମୀୟ 4:14 - ପବିତ୍ର ବାଇବଲ14 ବ୍ୟବସ୍ଥା ପାଳନ କରିବା ଦ୍ୱାରା ଯଦି ଜଣେ ଲୋକ ପରମେଶ୍ୱର ଯାହା ପ୍ରତିଜ୍ଞା ଦେଇଥିଲେ ତାହା ପାଏ, ତା'ହେଲେ ବିଶ୍ୱାସର କିଛି ଅର୍ଥ ନାହିଁ ଓ ପ୍ରତିଜ୍ଞାର କିଛି ମୂଲ୍ୟ ନାହିଁ। Ver Capítuloପବିତ୍ର ବାଇବଲ (Re-edited) - (BSI)14 ଯେଣୁ ଯଦି ବ୍ୟବସ୍ଥାବଲମ୍ଵୀମାନେ ଅଧିକାରୀ ହୁଅନ୍ତି, ତାହାହେଲେ ବିଶ୍ଵାସ ବ୍ୟର୍ଥ କରାଯାଇଅଛି ଓ ପ୍ରତିଜ୍ଞା ନିଷ୍ପଳ କରାଯାଇଅଛି। Ver Capítuloଓଡିଆ ବାଇବେଲ14 ଯେଣୁ ଯଦି ମୋଶାଙ୍କ ବ୍ୟବସ୍ଥାବଲମ୍ବୀମାନେ ଅଧିକାରୀ ହୁଅନ୍ତି, ତାହାହେଲେ ବିଶ୍ୱାସ ବ୍ୟର୍ଥ କରାଯାଇଅଛି ଓ ପ୍ରତିଜ୍ଞା ନିଷ୍ପଳ କରାଯାଇଅଛି । Ver Capítuloପବିତ୍ର ବାଇବଲ (CL) NT (BSI)14 ଯେଉଁମାନେ ବ୍ୟବସ୍ଥା ପାଳନ କରନ୍ତି, କେବଳ ସେମାନେ ଯଦି ଈଶ୍ୱରଙ୍କ ଦାନ ପାଇବେ, ତେବେ ମନୁଷ୍ୟର ବିଶ୍ୱାସ ନିରର୍ଥକ, ଈଶ୍ୱରଙ୍କ ପ୍ରତିଜ୍ଞାର ମଧ୍ୟ କିଛି ମୂଲ୍ୟ ନାହିଁ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଯେଣୁ ଯଦି ବ୍ୟବସ୍ଥାବଲମ୍ବୀମାନେ ଅଧିକାରୀ ହୁଅନ୍ତି, ତାହାହେଲେ ବିଶ୍ୱାସ ବ୍ୟର୍ଥ କରାଯାଇଅଛି ଓ ପ୍ରତିଜ୍ଞା ନିଷ୍ଫଳ କରାଯାଇଅଛି। Ver Capítulo |