ରୋମୀୟ 5:9 - ପବିତ୍ର ବାଇବଲ9 ଆମ୍ଭେ ଖ୍ରୀଷ୍ଟଙ୍କର ରକ୍ତ ଦ୍ୱାରା ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହୋଇଛୁ। ସେଥିପାଇଁ ଖ୍ରୀଷ୍ଟଙ୍କ ମାଧ୍ୟମରେ ଆମ୍ଭେ ପରମେଶ୍ୱରଙ୍କର କ୍ରୋଧରୁ ନିଶ୍ଚିତ ଭାବେ ରକ୍ଷା ପାଇବା। Ver Capítuloପବିତ୍ର ବାଇବଲ (Re-edited) - (BSI)9 ଅତଏବ, ଏହା ଆହୁରି ସୁନିଶ୍ଚିତ ଯେ, ଆମ୍ଭେମାନେ ଏବେ ତାହାଙ୍କ ରକ୍ତ ଦ୍ଵାରା ଧାର୍ମିକ ଗଣିତ ହେବାରୁ ତାହାଙ୍କ ଦ୍ଵାରା ଈଶ୍ଵରଙ୍କ କ୍ରୋଧରୁ ରକ୍ଷା ପାଇବା। Ver Capítuloଓଡିଆ ବାଇବେଲ9 ଅତଏବ, ଏହା ଆହୁରି ସୁନିଶ୍ଚିତ ଯେ, ଆମ୍ଭେମାନେ ଏବେ ତାହାଙ୍କ ରକ୍ତ ଦ୍ୱାରା ଧାର୍ମିକ ଗଣିତ ହେବାରୁ ତାହାଙ୍କ ଦ୍ୱାରା ଈଶ୍ୱରଙ୍କ କ୍ରୋଧରୁ ରକ୍ଷା ପାଇବା । Ver Capítuloପବିତ୍ର ବାଇବଲ (CL) NT (BSI)9 ଖ୍ରୀଷ୍ଟଙ୍କ ପ୍ରାଣବଳି ଦ୍ୱାରା ଈଶ୍ୱର ଆମକୁ ଧାର୍ମିକ ରୂପେ ଗ୍ରହଣ କରିଛନ୍ତି। ତାହାହେଲେ ଈଶ୍ୱରଙ୍କ କ୍ରୋଧରୁ ଆମ୍ଭମାନଙ୍କୁ ରକ୍ଷା କରିବାକୁ ଖ୍ରୀଷ୍ଟ କେତେ ମନୋଯୋଗୀ ନ ହେବେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଅତଏବ, ଏହା ଆହୁରି ସୁନିଶ୍ଚିତ ଯେ, ଆମ୍ଭେମାନେ ଏବେ ତାହାଙ୍କ ରକ୍ତ ଦ୍ୱାରା ଧାର୍ମିକ ଗଣିତ ହେବାରୁ ତାହାଙ୍କ ଦ୍ୱାରା ଈଶ୍ବରଙ୍କ କ୍ରୋଧରୁ ରକ୍ଷା ପାଇବା। Ver Capítulo |