ତୀତସ 1:1 - ପବିତ୍ର ବାଇବଲ1 ପରମେଶ୍ୱରଙ୍କ ସେବକ, ଓ ଯୀଶୁ ଖ୍ରୀଷ୍ଟଙ୍କ ପ୍ରେରିତ ପାଉଲଙ୍କଠାରୁ ପତ୍ର। ପରମେଶ୍ୱରଙ୍କ ମନୋନୀତ ଲୋକମାନଙ୍କ ବିଶ୍ୱାସରେ ସାହାଯ୍ୟ କରିବା ପାଇଁ ମୋତେ ପଠାଯାଇଛି। ସତ୍ୟ ଜାଣିବା ପାଇଁ ସେହି ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ମୋତେ ପଠାଯାଇଛି। ପରମେଶ୍ୱରଙ୍କୁ ଲୋକେ କିପରି ସେବା କରିବେ, ତାହା ସେହି ସତ୍ୟ ଦେଖାଇ ଥାଏ। Ver Capítuloପବିତ୍ର ବାଇବଲ (Re-edited) - (BSI)1 ପାଉଲ, ଈଶ୍ଵରଙ୍କ ଦାସ ଓ ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ବିଶ୍ଵାସର ସହଭାଗିତା ଅନୁସାରେ ଯଥାର୍ଥ ପୁତ୍ର ତୀତସଙ୍କ ନିକଟକୁ ପତ୍ର ଲେଖୁଅଛି; Ver Capítuloଓଡିଆ ବାଇବେଲ1 ପାଉଲ, ଈଶ୍ୱରଙ୍କ ଦାସ ଓ ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ବିଶ୍ଵାସର ସହଭାଗିତା ଅନୁସାରେ ଯଥାର୍ଥ ପୁତ୍ର ତୀତସଙ୍କ ନିକଟକୁ, Ver Capítuloପବିତ୍ର ବାଇବଲ (CL) NT (BSI)1 ଈଶ୍ୱରଙ୍କ ଦାସ ଓ ଯୀଶୁ ଖ୍ରୀଷ୍ଟଙ୍କ ପ୍ରେରିତ ଶିଷ୍ୟ ପାଉଲଙ୍କ ପତ୍ର। ଈଶ୍ୱରଙ୍କ ମନୋନୀତ ଲୋକମାନଙ୍କ ବିଶ୍ୱାସକୁ ବଳିଷ୍ଠ କରିବା ପାଇଁ ଏବଂ ଅନନ୍ତ ଜୀବନ ପ୍ରାପ୍ତିର ଆଶା ଉପରେ ଆଧାରିତ ଆମ ଧର୍ମବିଶ୍ୱାସର ସତ୍ୟ ପ୍ରତି ସେମାନଙ୍କୁ ସଚେତନ କରାଇବା ପାଇଁ ମୁଁ ପ୍ରେରିତ ହୋଇଛି। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପାଉଲ, ଈଶ୍ବରଙ୍କ ଦାସ ଓ ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ବିଶ୍ୱାସର ସହଭାଗିତା ଅନୁସାରେ ଯଥାର୍ଥ ପୁତ୍ର ତୀତସଙ୍କ ନିକଟକୁ ପତ୍ର, Ver Capítulo |