La Biblia Online

- Anuncios -




ତୀତସ 2:9 - ପବିତ୍ର ବାଇବଲ

9 ଦାସମାନଙ୍କୁ ମଧ୍ୟ ସେମାନଙ୍କର ମାଲିକମାନଙ୍କର ଆଜ୍ଞା ସର୍ବଦା ପାଳନ କରିବାକୁ କୁହ। ସେମାନେ ମାଲିକମାନଙ୍କୁ ଖୁସୀ ରଖିବେ, ସେମାନଙ୍କ ସହିତ ଯୁକ୍ତିତର୍କ କରିବେ ନାହିଁ।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

9 ଦାସମାନଙ୍କୁ ଶିକ୍ଷା ଦିଅ ଯେ, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କର ବଶୀଭୂତ ହୋଇ ରୁହନ୍ତୁ, ସମସ୍ତ ବିଷୟରେ ସେମାନଙ୍କର ସନ୍ତୋଷଭାଜନ ହୁଅନ୍ତୁ,

Ver Capítulo Copiar

ଓଡିଆ ବାଇବେଲ

9 ଦାସମାନଙ୍କୁ ଶିକ୍ଷା ଦିଅ ଯେ, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କର ବଶୀଭୂତ ହୋଇ ରୁହନ୍ତୁ, ସମସ୍ତ ବିଷୟରେ ସେମାନଙ୍କର ସନ୍ତୋଷଭାଜନ ହୁଅନ୍ତୁ,

Ver Capítulo Copiar

ପବିତ୍ର ବାଇବଲ (CL) NT (BSI)

9 ଦାସମାନେ ମୁନିବମାନଙ୍କର ବାଧ୍ୟ ହୋଇ ସବୁ ବିଷୟରେ ସେମାନଙ୍କୁ ଆପ୍ୟାୟିତ କରନ୍ତୁ; ମୁନିବମାନଙ୍କର କଥାରେ ପ୍ରତିବାଦ କରନ୍ତୁ ନାହିଁ।

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଦାସମାନଙ୍କୁ ଶିକ୍ଷା ଦିଅ ଯେ, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କର ବଶୀଭୂତ ହୋଇ ରୁହନ୍ତୁ, ସମସ୍ତ ବିଷୟରେ ସେମାନଙ୍କର ସନ୍ତୋଷଭାଜନ ହୁଅନ୍ତୁ,

Ver Capítulo Copiar




ତୀତସ 2:9

Síguenos en:

Anuncios


Anuncios