ଯିଖରୀୟ 1:13 - ପବିତ୍ର ବାଇବଲ13 ମୋ’ ସହିତ କଥା ହେଉଥିବା ସ୍ୱର୍ଗଦୂତକୁ ସଦାପ୍ରଭୁ ଉତ୍ତର ଦେଲେ। ସେ ମଙ୍ଗଳ ଓ ସାନ୍ତ୍ୱନାମୂଳକ କଥା କହିଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)13 ପୁଣି, ମୋʼ ସହିତ କଥା କହୁଥିବା ଦୂତକୁ ସଦାପ୍ରଭୁ ଉତ୍ତର କରି ମଙ୍ଗଳ କଥା ଓ ନାନା ସାନ୍ତ୍ଵନାଦାୟକ କଥା କହିଲେ। Ver Capítuloଓଡିଆ ବାଇବେଲ13 ପୁଣି, ମୋ’ ସହିତ କଥା କହୁଥିବା ଦୂତକୁ ସଦାପ୍ରଭୁ ଉତ୍ତର କରି ମଙ୍ଗଳ କଥା ଓ ନାନା ସାନ୍ତ୍ୱନାଦାୟକ କଥା କହିଲେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ମୋʼ ସହିତ କଥା କହୁଥିବା ଦୂତକୁ ସଦାପ୍ରଭୁ ଉତ୍ତର କରି ମଙ୍ଗଳ କଥା ଓ ନାନା ସାନ୍ତ୍ୱନାଦାୟକ କଥା କହିଲେ। Ver Capítulo |