ଯିଖରୀୟ 1:4 - ପବିତ୍ର ବାଇବଲ4 ସଦାପ୍ରଭୁ ପୁଣି କହିଲେ, “ତୁମ୍ଭେମାନେ ତୁମ୍ଭ ପୂର୍ବପୁରୁଷଗଣଙ୍କ ପରି ବ୍ୟବହାର କର ନାହିଁ। ପୂର୍ବ ଭବିଷ୍ୟଦ୍ବକ୍ତାଗଣ ସେମାନଙ୍କୁ କହିଛନ୍ତି, ‘ସର୍ବଶକ୍ତିମାନ ସଦାପ୍ରଭୁ ଇଚ୍ଛା କରନ୍ତି ତୁମ୍ଭେମାନେ ଜୀବନଧାରଣର କୁପଥ ବଦଳାଅ ଓ କୁକର୍ମରୁ ନିବୃତ୍ତ ହୁଅ।’ କିନ୍ତୁ ତୁମ୍ଭର ସେହି ପୂର୍ବପୁରୁଷଗଣ ଆମ୍ଭ ବାକ୍ୟ ଶୁଣିଲେ ନାହିଁ।” ସଦାପ୍ରଭୁ ଏହିସବୁ କହନ୍ତି। Ver Capítuloପବିତ୍ର ବାଇବଲ (Re-edited) - (BSI)4 ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣର ତୁଲ୍ୟ ହୁଅ ନାହିଁ, ଯେଉଁମାନଙ୍କୁ ଡାକି ପୂର୍ବକାଳର ଭବିଷ୍ୟଦ୍-ବକ୍ତାମାନେ ଉଚ୍ଚୈଃସ୍ଵରରେ କହିଲେ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆପଣା ଆପଣା କୁପଥରୁ ଓ ଆପଣା ଆପଣା କୁକ୍ରିୟାରୁ ଏବେ ଫେର। ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା ଆମ୍ଭ ପ୍ରତି କର୍ଣ୍ଣପାତ କଲେ ନାହିଁ, ଏହା ସଦାପ୍ରଭୁ କହନ୍ତି। Ver Capítuloଓଡିଆ ବାଇବେଲ4 ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣର ତୁଲ୍ୟ ହୁଅ ନାହିଁ, ଯେଉଁମାନଙ୍କୁ ଡାକି ପୂର୍ବକାଳର ଭବିଷ୍ୟଦ୍ବକ୍ତାମାନେ ଉଚ୍ଚୈଃସ୍ୱରରେ କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଆପଣା ଆପଣା କୁପଥରୁ ଓ ଆପଣା ଆପଣା କୁକ୍ରିୟାରୁ ଏବେ ଫେର। ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା ଆମ୍ଭ ପ୍ରତି କର୍ଣ୍ଣପାତ କଲେ ନାହିଁ,’” ଏହା ସଦାପ୍ରଭୁ କହନ୍ତି। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣର ତୁଲ୍ୟ ହୁଅ ନାହିଁ, ଯେଉଁମାନଙ୍କୁ ଡାକି ପୂର୍ବକାଳର ଭବିଷ୍ୟଦ୍ବକ୍ତାମାନେ ଉଚ୍ଚସ୍ୱରରେ କହିଲେ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆପଣା ଆପଣା କୁପଥରୁ ଓ ଆପଣା ଆପଣା କୁକ୍ରିୟାରୁ ଏବେ ଫେର।’ ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା ଆମ୍ଭ ପ୍ରତି କର୍ଣ୍ଣପାତ କଲେ ନାହିଁ, ଏହା ସଦାପ୍ରଭୁ କହନ୍ତି। Ver Capítulo |