1 ବଂଶାବଳୀ 29:8 - ଓଡିଆ ବାଇବେଲ8 ପୁଣି, ଯେଉଁମାନଙ୍କ ନିକଟରେ ବହୁମୂଲ୍ୟ ପ୍ରସ୍ତରାଦି ମିଳିଲା, ସେମାନେ ଗେର୍ଶୋନୀୟ ଯିହୀୟେଲର ହସ୍ତାଧୀନ ସଦାପ୍ରଭୁଙ୍କ ଭଣ୍ଡାର-ଗୃହରେ ତାହାସବୁ ଦେଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)8 ପୁଣି ଯେଉଁମାନଙ୍କ ନିକଟରେ ବହୁମୂଲ୍ୟ ପ୍ରସ୍ତରାଦି ମିଳିଲା, ସେମାନେ ଗେର୍ଶୋନୀୟ ଯିହୀୟେଲର ହସ୍ତାଧୀନ ସଦାପ୍ରଭୁଙ୍କ ଭଣ୍ତାର-ଗୃହରେ ତାହାସବୁ ଦେଲେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ଯେଉଁମାନଙ୍କ ନିକଟରେ ବହୁମୂଲ୍ୟ ପ୍ରସ୍ତରାଦି ମିଳିଲା, ସେମାନେ ଗେର୍ଶୋନୀୟ ଯିହୀୟେଲର ହସ୍ତାଧୀନ ସଦାପ୍ରଭୁଙ୍କ ଭଣ୍ଡାର ଗୃହରେ ତାହାସବୁ ଦେଲେ। Ver Capítuloପବିତ୍ର ବାଇବଲ8 ଯେଉଁ ଲୋକମାନଙ୍କ ନିକଟରେ ବହୁମୂଲ୍ୟ ପ୍ରସ୍ତରମାନ ଥିଲା, ସେମାନେ ତାହା ସଦାପ୍ରଭୁଙ୍କ ମନ୍ଦିର ନିମନ୍ତେ ଦେଲେ। ଯିହୀୟେଲ ସେହି ବହୁମୂଲ୍ୟ ପ୍ରସ୍ତରଗୁଡ଼ିକର ଯତ୍ନ ନେଲେ। ଯିହୀୟେଲ ଗେର୍ଶୋନ୍ ପରିବାରରୁ ଆସିଥିଲେ। Ver Capítulo |