୧ କରିନ୍ଥୀୟ 1:9 - ଓଡିଆ ବାଇବେଲ9 ଈଶ୍ୱର ବିଶ୍ୱାସ୍ୟ, ଯାହାଙ୍କ ଦ୍ୱାରା ତୁମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟ, ଆମ୍ଭମାନଙ୍କ ପ୍ରଭୁଙ୍କର ସହଭାଗିତା ନିମନ୍ତେ ଆହୂତ ହୋଇଅଛ । Ver Capítuloପବିତ୍ର ବାଇବଲ (Re-edited) - (BSI)9 ଈଶ୍ଵର ବିଶ୍ଵାସ୍ୟ, ଯାହାଙ୍କ ଦ୍ଵାରା ତୁମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟ, ଆମ୍ଭମାନଙ୍କ ପ୍ରଭୁଙ୍କର ସହଭାଗିତା ନିମନ୍ତେ ଆହୂତ ହୋଇଅଛ। Ver Capítuloପବିତ୍ର ବାଇବଲ (CL) NT (BSI)9 ଯେଉଁ ଈଶ୍ୱର ତାଙ୍କ ପୁତ୍ର ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସାହଚର୍ଯ୍ୟ ପାଇବା ପାଇଁ ତୁମ୍ଭମାନଙ୍କୁ ଆହ୍ୱାନ କରିଛନ୍ତି, ସେ ସଦା ବିଶ୍ୱସ୍ତ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଈଶ୍ବର ବିଶ୍ୱସ୍ତ, ଯାହାଙ୍କ ଦ୍ୱାରା ତୁମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟ, ଆମ୍ଭମାନଙ୍କ ପ୍ରଭୁଙ୍କର ସହଭାଗିତା ନିମନ୍ତେ ଆହୂତ ହୋଇଅଛ। Ver Capítuloପବିତ୍ର ବାଇବଲ9 ପରମେଶ୍ୱର ବିଶ୍ୱସ୍ତ ଅଟନ୍ତି। ତାହାଙ୍କ ପୁତ୍ର ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସହିତ ଜୀବନରେ ସହଭାଗୀ ହେବା ପାଇଁ ସେ ତୁମ୍ଭମାନଙ୍କୁ ବାଛିଛନ୍ତି। Ver Capítulo |