1 ଶାମୁୟେଲ 1:5 - ଓଡିଆ ବାଇବେଲ5 ମାତ୍ର ସେ ହାନ୍ନାକୁ ଦ୍ୱିଗୁଣ ଅଂଶ ଦେଲା; କାରଣ ସେ ହାନ୍ନାକୁ ପ୍ରେମ କରୁଥିଲେ, ମାତ୍ର ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିଥିଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)5 ମାତ୍ର ସେ ହାନ୍ନାକୁ ଦ୍ଵିଗୁଣ ଅଂଶ ଦେଲା; କାରଣ ସେ ହାନ୍ନାକୁ ପ୍ରେମ କଲା, ମାତ୍ର ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିଥିଲେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ମାତ୍ର ସେ ହାନ୍ନାକୁ ଦ୍ୱିଗୁଣ ଅଂଶ ଦେଲା; କାରଣ ସେ ହାନ୍ନାକୁ ପ୍ରେମ କରୁଥିଲେ, ମାତ୍ର ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିଥିଲେ। Ver Capítuloପବିତ୍ର ବାଇବଲ5 ଇଲ୍କାନା ମଧ୍ୟ ତା'ର ସ୍ତ୍ରୀ ହାନ୍ନାକୁ ତା'ର ଦୁଇଗୁଣ ଅଂଶ ଦେଉଥିଲା। କାରଣ ନିଜ ସ୍ତ୍ରୀ ହାନ୍ନାକୁ ସେ ବାସ୍ତବରେ ପ୍ରେମ କରୁଥିଲା। କିନ୍ତୁ ସଦାପ୍ରଭୁ ତା’ କୋଳରେ କୌଣସି ସନ୍ତାନସନ୍ତତି ଦେଇ ନ ଥିଲେ। Ver Capítulo |