1 ଶାମୁୟେଲ 1:9 - ଓଡିଆ ବାଇବେଲ9 ଏହିରୂପେ ଏକ ସମୟରେ ସେମାନେ ଶୀଲୋରେ ଭୋଜନପାନ ସମାପ୍ତ କଲା ଉତ୍ତାରେ ହାନ୍ନା ଉଠିଲା। ସେସମୟରେ ଏଲି ଯାଜକ ସଦାପ୍ରଭୁଙ୍କ ମନ୍ଦିର-ଦ୍ୱାରବନ୍ଧ ନିକଟସ୍ଥ ଆପଣା ଆସନରେ ବସିଥିଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)9 ଏହିରୂପେ ଏକ ସମୟରେ ସେମାନେ ଶୀଲୋରେ ଭୋଜନପାନ ସମାପ୍ତ କଲା ଉତ୍ତାରେ ହାନ୍ନା ଉଠିଲା। ସେସମୟରେ ଏଲି ଯାଜକ ସଦାପ୍ରଭୁଙ୍କ ମନ୍ଦିର-ଦ୍ଵାରବନ୍ଧ ନିକଟସ୍ଥ ଆପଣା ଆସନରେ ବସିଥିଲେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏହିରୂପେ ଏକ ସମୟରେ ସେମାନେ ଶୀଲୋରେ ଭୋଜନପାନ ସମାପ୍ତ କଲା ଉତ୍ତାରେ ହାନ୍ନା ଉଠିଲା। ସେସମୟରେ ଏଲି ଯାଜକ ସଦାପ୍ରଭୁଙ୍କ ମନ୍ଦିର-ଦ୍ୱାରବନ୍ଧ ନିକଟସ୍ଥ ଆପଣା ଆସନରେ ବସିଥିଲେ। Ver Capítuloପବିତ୍ର ବାଇବଲ9 ଖାଇପିଇ ସାରିବା ପରେ ହାନ୍ନା ଚୁପ୍ଗ୍ଭପ୍ ଭାବରେ ଉଠିଯାଇ ସଦାପ୍ରଭୁଙ୍କ ପ୍ରାଙ୍ଗଣକୁ ପ୍ରାର୍ଥନା କରିବାକୁ ଗଲା। ଏଲି ଯିଏ କି ଧର୍ମଯାଜକ ଥିଲେ, ସେ ସେହି ସଦାପ୍ରଭୁଙ୍କ ପବିତ୍ର ମନ୍ଦିରର ଫାଟକ ନିକଟରେ ବସି ରହିଥିଲା। Ver Capítulo |