୧ ଥେସଲନୀକୀୟ 2:6 - ଓଡିଆ ବାଇବେଲ6 ଯଦ୍ୟପି ଖ୍ରୀଷ୍ଟଙ୍କ ପ୍ରେରିତ ସ୍ୱରୂପେ ଆମ୍ଭେମାନେ ସମ୍ଭ୍ରମ ଦାବି କରି ପାରିଥାନ୍ତୁ, ତଥାପି ତୁମ୍ଭମାନଙ୍କର ଠାରୁ ହେଉ ବା ଅନ୍ୟ କାହାରିଠାରୁ ହେଉ କୌଣସି ମନୁଷ୍ୟଠାରୁ ଗୌରବ ପାଇବାକୁ ଚେଷ୍ଟା କରି ନାହୁଁ । Ver Capítuloପବିତ୍ର ବାଇବଲ (Re-edited) - (BSI)6 ଯଦ୍ୟପି ଖ୍ରୀଷ୍ଟଙ୍କ ପ୍ରେରିତ ସ୍ଵରୂପେ ଆମ୍ଭେମାନେ ସମ୍ଭ୍ରମ ଦାବୀ କରି ପାରିଥାଆନ୍ତୁ, ତଥାପି ତୁମ୍ଭମାନଙ୍କଠାରୁ ହେଉ ବା ଅନ୍ୟ କାହାରିଠାରୁ ହେଉ, କୌଣସି ମନୁଷ୍ୟଠାରୁ ଗୌରବ ପାଇବାକୁ ଚେଷ୍ଟା କରି ନାହୁଁ। Ver Capítuloପବିତ୍ର ବାଇବଲ (CL) NT (BSI)6 ତୁମ୍ଭମାନଙ୍କଠାରୁ କିମ୍ବା ଅନ୍ୟ କାହାରିଠାରୁ ପ୍ରଶଂସା ପାଇଁ ଆମେ ଚେଷ୍ଟା କରି ନ ଥିଲୁ, Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଯଦ୍ୟପି ଖ୍ରୀଷ୍ଟଙ୍କ ପ୍ରେରିତ ସ୍ୱରୂପେ ଆମ୍ଭେମାନେ ସମ୍ଭ୍ରମ ଦାବି କରିପାରିଥାଆନ୍ତୁ, ତଥାପି ତୁମ୍ଭମାନଙ୍କଠାରୁ ହେଉ ବା ଅନ୍ୟ କାହାରିଠାରୁ ହେଉ କୌଣସି ମନୁଷ୍ୟଠାରୁ ଗୌରବ ପାଇବାକୁ ଚେଷ୍ଟା କରି ନାହୁଁ। Ver Capítuloପବିତ୍ର ବାଇବଲ6 ଆମ୍ଭେ ଲୋକମାନଙ୍କର ପ୍ରଶଂସା ଗ୍ଭହୁଁ ନାହୁଁ। ଆମ୍ଭେ ତୁମ୍ଭମାନଙ୍କ ପାଖରୁ ବା ଅନ୍ୟମାନଙ୍କ ପାଖରୁ ପ୍ରଶଂସା ଗ୍ଭହୁଁ ନାହୁଁ। Ver Capítulo |