୧ ଥେସଲନୀକୀୟ 3:10 - ଓଡିଆ ବାଇବେଲ10 ତୁମ୍ଭମାନଙ୍କ ବିଶ୍ୱାସର ଯାହା କିଛି ଉଣା ଅଛି, ତାହା ସମ୍ପୂର୍ଣ୍ଣ କରିବା ନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ସହିତ ଯେପରି ସାକ୍ଷାତ କରି ପାରୁ, ଏଥିପାଇଁ ଦିବାରାତ୍ର ପ୍ରାର୍ଥନା କରୁଅଛୁ । Ver Capítuloପବିତ୍ର ବାଇବଲ (Re-edited) - (BSI)10 ତୁମ୍ଭମାନଙ୍କ ବିଶ୍ଵାସର ଯାହା କିଛି ଊଣା ଅଛି, ତାହା ସମ୍ପୂର୍ଣ୍ଣ କରିବା ନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ସହିତ ଯେପରି ସାକ୍ଷାତ କରି ପାରୁ, ଏଥିପାଇଁ ଦିବାରାତ୍ର ଅତିଶୟ ପ୍ରାର୍ଥନା କରୁଅଛୁ। Ver Capítuloପବିତ୍ର ବାଇବଲ (CL) NT (BSI)10 ତୁମ୍ଭମାନଙ୍କୁ ସାକ୍ଷାତ କରି ତୁମ ବିଶ୍ୱାସରେ ଯାହା ଅଭାବ ଅଛି, ତାହା ପୂରଣ କରିବା ପାଇଁ ଆମକୁ ସୁଯୋଗ ଦେବାକୁ ଦିବାନିଶି ଆମେ ଈଶ୍ୱରଙ୍କୁ ନିବେଦନ କରୁଛୁ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତୁମ୍ଭମାନଙ୍କ ବିଶ୍ୱାସର ଯାହା କିଛି ଉଣା ଅଛି, ତାହା ସମ୍ପୂର୍ଣ୍ଣ କରିବା ନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ସହିତ ଯେପରି ସାକ୍ଷାତ କରିପାରୁ, ଏଥିପାଇଁ ଦିବାରାତ୍ର ପ୍ରାର୍ଥନା କରୁଅଛୁ। Ver Capítuloପବିତ୍ର ବାଇବଲ10 ଦିନରାତି ଆମ୍ଭେ ଅତି ଦୃଢ଼ତାର ସହିତ ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରି ଗ୍ଭଲିଛୁ। ତୁମ୍ଭମାନଙ୍କର ବିଶ୍ୱାସକୁ ଦୃଢ଼ କରିବା ଲାଗି ଓ ତୁମ୍ଭମାନଙ୍କ ବିଶ୍ୱାସରେ ଯାହାକିଛି ଅଭାବ ଅଛି, ତାହା ଯୋଗଇ ଦେବା ପାଇଁ ଆମ୍ଭେ ତୁମ୍ଭମାନଙ୍କ ପାଖକୁ ଆସିବାକୁ ଓ ଦେଖିବା ପାଇଁ ପ୍ରାର୍ଥନା କରୁଛୁ। Ver Capítulo |