୧ ଥେସଲନୀକୀୟ 5:7 - ଓଡିଆ ବାଇବେଲ7 ଯେଣୁ ଯେଉଁମାନେ ନିଦ୍ରା ଯାଆନ୍ତି, ଆଉ ଯେଉଁମାନେ ମାତାଲ ହୁଅନ୍ତି, ସେମାନେ ରାତ୍ରିରେ ମାତାଲ ହୁଅନ୍ତି । Ver Capítuloପବିତ୍ର ବାଇବଲ (Re-edited) - (BSI)7 ଯେଣୁ ଯେଉଁମାନେ ନିଦ୍ରା ଯାଆନ୍ତି, ସେମାନେ ରାତ୍ରିରେ ନିଦ୍ରା ଯାଆନ୍ତି, ଆଉ ଯେଉଁମାନେ ମାତାଲ୍ ହୁଅନ୍ତି, ସେମାନେ ରାତ୍ରିରେ ମାତାଲ୍ ହୁଅନ୍ତି। Ver Capítuloପବିତ୍ର ବାଇବଲ (CL) NT (BSI)7 ଲୋକମାନେ ରାତ୍ରି ସମୟରେ ନିଦ୍ରା ଯାଆନ୍ତି; ରାତ୍ରିରେ ସେମାନେ ସୁରା ପାନ କରି ମାତାଲ ହୁଅନ୍ତି। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଯେଣୁ ଯେଉଁମାନେ ନିଦ୍ରା ଯାଆନ୍ତି, ଆଉ ଯେଉଁମାନେ ମାତାଲ ହୁଅନ୍ତି, ସେମାନେ ରାତ୍ରିରେ ମାତାଲ ହୁଅନ୍ତି। Ver Capítuloପବିତ୍ର ବାଇବଲ7 ଯେଉଁ ଲୋକମାନେ ଶୁଅନ୍ତି, ସେମାନେ ରାତିରେ ଶୁଅନ୍ତି। ଯେଉଁମାନେ ମାତାଲ ହୁଅନ୍ତି, ସେମାନେ ରାତିରେ ମାତାଲ ହୁଅନ୍ତି। Ver Capítulo |