2 ବଂଶାବଳୀ 12:11 - ଓଡିଆ ବାଇବେଲ11 ଆଉ ରାଜା ଯେତେଥର ସଦାପ୍ରଭୁଙ୍କ ଗୃହକୁ ଗଲେ, ସେତେଥର ପ୍ରହରୀମାନେ ଆସି ତାହା ନେଇଗଲେ, ପୁଣି ତାହାସବୁ ପ୍ରହରୀଶାଳାକୁ ଫେରାଇ ଆଣିଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)11 ଆଉ ରାଜା ଯେତେଥର ସଦାପ୍ରଭୁଙ୍କ ଗୃହକୁ ଗଲେ, ସେତେଥର ପ୍ରହରୀମାନେ ଆସି ତାହା ନେଇଗଲେ, ପୁଣି ତାହାସବୁ ପ୍ରହରୀଶାଳାକୁ ଫେରାଇ ଆଣିଲେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆଉ ରାଜା ଯେତେ ଥର ସଦାପ୍ରଭୁଙ୍କ ଗୃହକୁ ଗଲେ, ସେତେଥର ପ୍ରହରୀମାନେ ଆସି ତାହା ନେଇଗଲେ, ପୁଣି ତାହାସବୁ ପ୍ରହରୀଶାଳାକୁ ଫେରାଇ ଆଣିଲେ। Ver Capítuloପବିତ୍ର ବାଇବଲ11 ରାଜା ଯେତେଥର ସଦାପ୍ରଭୁଙ୍କ ମନ୍ଦିର ଭିତରେ ପ୍ରବେଶ କଲେ, ସେତେଥର ରକ୍ଷୀମାନେ ସେହି ପିତ୍ତଳ ଢାଲଗୁଡ଼ିକୁ ଆଣିଲେ। ପୁଣି ସେମାନେ ପୁନର୍ବାର ସେହି ପିତ୍ତଳ ଢାଲଗୁଡ଼ିକୁ ରକ୍ଷୀଗୃହକୁ ଫେରାଇ ଆଣିଲେ। Ver Capítulo |