La Biblia Online

- Anuncios -




2 ବଂଶାବଳୀ 13:4 - ଓଡିଆ ବାଇବେଲ

4 ତହିଁରେ ଅବୀୟ ଇଫ୍ରୟିମର ପର୍ବତମୟ ଦେଶସ୍ଥ ସୀମାରୟମ୍‍ ପର୍ବତରେ ଠିଆ ହୋଇ କହିଲେ, “ହେ ଯାରବୀୟାମ୍‍ ଓ ସମଗ୍ର ଇସ୍ରାଏଲ ଲୋକ, ମୋ’ କଥା ଶୁଣ;

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

4 ତହିଁରେ ଅବୀୟ ଇଫ୍ରୟିମର ପର୍ବତମୟ ଦେଶସ୍ଥ ସମାରୟିମ ପର୍ବତରେ ଠିଆ ହୋଇ କହିଲେ, ହେ ଯାରବୀୟାମ୍ ଓ ସମଗ୍ର ଇସ୍ରାଏଲ ଲୋକ, ମୋʼ କଥା ଶୁଣ;

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତହିଁରେ ଅବୀୟ ଇଫ୍ରୟିମର ପର୍ବତମୟ ଦେଶସ୍ଥ ସୀମାରୟମ୍‍ ପର୍ବତରେ ଠିଆ ହୋଇ କହିଲେ, “ହେ ଯାରବୀୟାମ ଓ ସମଗ୍ର ଇସ୍ରାଏଲ ଲୋକ, ମୋʼ କଥା ଶୁଣ;

Ver Capítulo Copiar

ପବିତ୍ର ବାଇବଲ

4 ଏହା ପରେ ଇଫ୍ରୟିମର ପାର୍ବତ୍ୟମୟ, ଦେଶସ୍ଥ ସମାରୟିମ୍ ପର୍ବତ ଉପରେ ଅବିୟ ଠିଆ ହେଲେ। ଅବିୟ କହିଲେ, “ଯାରବିୟାମ୍ ଓ ସମଗ୍ର ଇସ୍ରାଏଲ, ମୋ’ କଥା ଶୁଣ!

Ver Capítulo Copiar




2 ବଂଶାବଳୀ 13:4

Síguenos en:

Anuncios


Anuncios