2 ବଂଶାବଳୀ 4:5 - ଓଡିଆ ବାଇବେଲ5 ସେହି ପାତ୍ର ଚାରି ଅଙ୍ଗୁଳି ମୋଟ; ତହିଁର ଫନ୍ଦ ତାଟିଆର ଫନ୍ଦ ପରି ନିର୍ମିତ; କଇଁଫୁଲ ତୁଲ୍ୟ ଥିଲା; ତାହା ତିନି ହଜାର ମହଣ ଧରିଲା। Ver Capítuloପବିତ୍ର ବାଇବଲ (Re-edited) - (BSI)5 ସେହି ପାତ୍ର ଚାରି ଅଙ୍ଗୁଳି ମୋଟ; ତହିଁର ଫନ୍ଦ ତାଟିଆର ଫନ୍ଦ ପରି ନିର୍ମିତ; ଶୋଷଣ-ପୁଷ୍ପ ତୁଲ୍ୟ ଥିଲା; ତାହା ତିନି ହଜାର ମହଣ ଧରିଲା। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେହି ପାତ୍ର ଚାରି ଅଙ୍ଗୁଳି ମୋଟ; ତହିଁର ଫନ୍ଦ ତାଟିଆର ଫନ୍ଦ ପରି ନିର୍ମିତ; କଇଁଫୁଲ ତୁଲ୍ୟ ଥିଲା; ତାହା ତିନି ହଜାର ମହଣ ଧରିଲା। Ver Capítuloପବିତ୍ର ବାଇବଲ5 ଏହି ବୃହତ୍ ପିତ୍ତଳ କୁଣ୍ଡଟି 3,000 ମହଣ ମୋଟେଇ ବିଶିଷ୍ଟ ଥିଲା। ବୃହତ୍ କୁଣ୍ଡର ଧାରଗୁଡ଼ିକ କପର ଧାରପରି ଥିଲା। ତାହାର ଧାର କଇଁ ଫୁଲଭଳି ଦେଖାଯାଉଥିଲା। ଏହା ଅଣସ୍ତରି କିଲୋଲିଟର ପାଣି ଧରି ରଖିପାରୁଥିଲା। Ver Capítulo |