2 ବଂଶାବଳୀ 9:17 - ଓଡିଆ ବାଇବେଲ17 ଆହୁରି, ରାଜା ହସ୍ତୀଦନ୍ତର ଗୋଟିଏ ବୃହତ୍ ସିଂହାସନ ନିର୍ମାଣ କରି ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)17 ଆହୁରି, ରାଜା ହସ୍ତୀଦନ୍ତର ଗୋଟିଏ ବୃହତ ସିଂହାସନ ନିର୍ମାଣ କରି ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆହୁରି, ରାଜା ହସ୍ତୀଦନ୍ତର ଗୋଟିଏ ବୃହତ ସିଂହାସନ ନିର୍ମାଣ କରି ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ। Ver Capítuloପବିତ୍ର ବାଇବଲ17 ରାଜା ଶଲୋମନ ଏକ ବୃହତ୍ ସିଂହାସନ ନିର୍ମାଣ କରିବା ନିମନ୍ତେ ହାତୀଦାନ୍ତର ବ୍ୟବହାର କଲେ। ସେ ସେହି ସିଂହାସନକୁ ଖାଣ୍ଟି ସୁନା ଦ୍ୱାରା ଆବୃତ କଲେ। Ver Capítulo |