2 ବଂଶାବଳୀ 9:31 - ଓଡିଆ ବାଇବେଲ31 ପୁଣି ଶଲୋମନ ଆପଣା ପିତୃଲୋକଙ୍କ ସହିତ ଶୟନ କରି ଆପଣା ପିତା ଦାଉଦଙ୍କର ନଗରରେ କବର ପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ରିହବୀୟାମ ତାଙ୍କର ପଦରେ ରାଜ୍ୟ କଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)31 ପୁଣି ଶଲୋମନ ଆପଣା ପିତୃଲୋକଙ୍କ ସହିତ ଶୟନ କରି ଆପଣା ପିତା ଦାଉଦଙ୍କର ନଗରରେ କବର ପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ରିହବୀୟାମ୍ ତାଙ୍କର ପଦରେ ରାଜ୍ୟ କଲେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ପୁଣି ଶଲୋମନ ଆପଣା ପିତୃଲୋକଙ୍କ ସହିତ ଶୟନ କରି ଆପଣା ପିତା ଦାଉଦଙ୍କର ନଗରରେ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ରିହବୀୟାମ ତାଙ୍କର ପଦରେ ରାଜ୍ୟ କଲେ। Ver Capítuloପବିତ୍ର ବାଇବଲ31 ଏହା ପରେ, ଶଲୋମନ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ ବିଶ୍ରାମ ନେଲେ। ଲୋକମାନେ ତାହାଙ୍କୁ ତାଙ୍କର ପିତା ଦାଉଦଙ୍କ ନଗରରେ କବର ଦେଲେ। ଶଲୋମନଙ୍କ ସ୍ଥାନରେ ଶଲୋମନଙ୍କ ପୁତ୍ର ରିହବିୟାମ୍ ନୂତନ ରାଜା ହେଲେ। Ver Capítulo |