୨ ଯୋହନ 1:2 - ଓଡିଆ ବାଇବେଲ2 ଯେଉଁ ସତ୍ୟ ଆମ୍ଭମାନଙ୍କ ଅନ୍ତରରେ ରହିଅଛି ଅନନ୍ତକାଳ ଆମ୍ଭମାନଙ୍କ ସହିତ ରହିବ, ସେହି ସତ୍ୟ ସକାଶେ ସେମାନଙ୍କୁ ପ୍ରେମ କରୁଅଛୁ । Ver Capítuloପବିତ୍ର ବାଇବଲ (Re-edited) - (BSI)2 ଯେଉଁ ସତ୍ୟ ଆମ୍ଭମାନଙ୍କ ଅନ୍ତରରେ ରହିଅଛି ଓ ଚିରକାଳ ଆମ୍ଭମାନଙ୍କ ସହିତ ରହିବ, ସେହି ସତ୍ୟ ସକାଶେ ସେମାନଙ୍କୁ ପ୍ରେମ କରୁଅଛୁ। Ver Capítuloପବିତ୍ର ବାଇବଲ (CL) NT (BSI)2 ଆମ ଅନ୍ତରରେ ସେହି ସତ୍ୟ ରହିଛି ଓ ଚିରଦିନ ରହିଥିବ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଯେଉଁ ସତ୍ୟ ଆମ୍ଭମାନଙ୍କ ଅନ୍ତରରେ ରହିଅଛି ଅନନ୍ତକାଳ ଆମ୍ଭମାନଙ୍କ ସହିତ ରହିବ, ସେହି ସତ୍ୟ ସକାଶେ ସେମାନଙ୍କୁ ପ୍ରେମ କରୁଅଛୁ। Ver Capítuloପବିତ୍ର ବାଇବଲ2 ଆମ୍ଭ ଅନ୍ତରରେ ଯେଉଁ ସତ୍ୟ ରହିଛି, ସେଥିପାଇଁ ଆମ୍ଭେ ତୁମ୍ଭମାନଙ୍କୁ ପ୍ରେମ କରୁଛୁ। ଏହି ସତ୍ୟ ଆମ୍ଭ ପାଖରେ ସବୁଦିନ ପାଇଁ ରହିବ। Ver Capítulo |