୨ ଯୋହନ 1:9 - ଓଡିଆ ବାଇବେଲ9 ଯେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ସୀମା ମଧ୍ୟରେ ନ ରହି ତାହା ଅତିକ୍ରମ କରେ, ସେ ଈଶ୍ୱରଙ୍କୁ ପାଇ ନାହିଁ; ଯେ ଶିକ୍ଷାର ସୀମା ମଧ୍ୟରେ ରହେ, ସେ ପିତା ଓ ପୁତ୍ର ଉଭୟଙ୍କୁ ପାଇଅଛି । Ver Capítuloପବିତ୍ର ବାଇବଲ (Re-edited) - (BSI)9 ଯେକେହି ଖ୍ରୀଷ୍ଟଙ୍କ ଶିକ୍ଷାର ସୀମା ମଧ୍ୟରେ ନ ରହି ତାହା ଅତିକ୍ରମ କରେ, ସେ ଈଶ୍ଵରଙ୍କୁ ପାଇ ନାହିଁ; ଯେ ଶିକ୍ଷାର ସୀମା ମଧ୍ୟରେ ରହେ, ସେ ପିତା ଓ ପୁତ୍ର ଉଭୟଙ୍କୁ ପାଇଅଛି। Ver Capítuloପବିତ୍ର ବାଇବଲ (CL) NT (BSI)9 ଯେ କେହି ଖ୍ରୀଷତଟଙ୍କ ଶିକ୍ଷଶର ପରିସର ଭିତରେ ନ ରହି ବାହାରକୁ ଚାଲିଯାଏ, ସେ ଈଶ୍ବରଙ୍କଠାରୁ ବିଚ୍ଛିନ୍ନ ହୋଇଛି। ଯେ କେହି ଖ୍ରୀଷ୍ଟଙ୍କ ଶିକ୍ଷଶରେ ଦୃଢ଼ ରହେ, ସେ ଈଶ୍ୱର ଓ ତାଙ୍କ ପୁତ୍ର ଉଭୟଙ୍କ ସହିତ ସଂଯୁକ୍ତ ହୋଇ ରହିଛି। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଯେକେହି ଖ୍ରୀଷ୍ଟଙ୍କ ଶିକ୍ଷାର ସୀମା ମଧ୍ୟରେ ନ ରହି ତାହା ଅତିକ୍ରମ କରେ, ସେ ଈଶ୍ବରଙ୍କୁ ପାଇ ନାହିଁ; ଯେ ଶିକ୍ଷାର ସୀମା ମଧ୍ୟରେ ରହେ, ସେ ପିତା ଓ ପୁତ୍ର ଉଭୟଙ୍କୁ ପାଇଅଛି। Ver Capítuloପବିତ୍ର ବାଇବଲ9 ପ୍ରତ୍ୟେକ ଲୋକ ଖ୍ରୀଷ୍ଟଙ୍କର ଶିକ୍ଷାକୁ କେବଳ ଅନୁସରଣ କରିବା ଉଚିତ୍। ଯଦି କେହି ଖ୍ରୀଷ୍ଟଙ୍କ ଶିକ୍ଷାକୁ ପରିବର୍ତ୍ତନ କରେ, ତେବେ ସେହି ଲୋକ ପାଖରେ ପରମେଶ୍ୱର ନାହାନ୍ତି। ଯଦି କୌଣସି ବ୍ୟକ୍ତି ଖ୍ରୀଷ୍ଟଙ୍କ ଶିକ୍ଷା ଅନୁସରଣ କରେ, ତେବେ ସେହି ଲୋକ ପାଖରେ ଉଭୟ ପରମପିତା ଏବଂ ପୁତ୍ର ଅଛନ୍ତି। Ver Capítulo |