୨ ପିତର 1:3 - ଓଡିଆ ବାଇବେଲ3 ଯେ ଆପଣା ଗୌରବ ଓ ସଦ୍ଗୁଣରେ ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ତାହାଙ୍କ ବିଷୟକ ଜ୍ଞାନ ଦ୍ୱାରା ତାହାଙ୍କ ଐଶ୍ୱରିକ ଶକ୍ତି ଆମ୍ଭମାନଙ୍କୁ ଜୀବନ ଓ ଧର୍ମପରାୟଣତା ନିମନ୍ତେ ସମସ୍ତ ଆବଶ୍ୟକୀୟ ବିଷୟ ଦାନ କରିଅଛି । Ver Capítuloପବିତ୍ର ବାଇବଲ (Re-edited) - (BSI)3 ଯେ ଆପଣା ଗୌରବ ଓ ସଦ୍ଗୁଣରେ ଆମ୍ଭମାନଙ୍କୁ ଆହ୍ଵାନ କରିଅଛନ୍ତି, ତାହାଙ୍କ ବିଷୟକ ଜ୍ଞାନ ଦ୍ଵାରା ତାହାଙ୍କ ଐଶ୍ଵରିକ ଶକ୍ତି ଆମ୍ଭମାନଙ୍କୁ ଜୀବନ ଓ ଧର୍ମପରାୟଣତା ନିମନ୍ତେ ସମସ୍ତ ଆବଶ୍ୟକୀୟ ବିଷୟ ଦାନ କରିଅଛି। Ver Capítuloପବିତ୍ର ବାଇବଲ (CL) NT (BSI)3 ଯଥାର୍ଥଭାବେ ଧାର୍ମିକ ଜୀବନ କାଟିବା ପାଇଁ ଆମର ଯାହା କିଛି ଆବଶ୍ୟକ, ତାହା ଈଶ୍ୱର ନିଜ ଐଶ୍ୱରିକ ଶକ୍ତିରେ ଆମକୁ ଦାନ କରିଛନ୍ତି। ଯେ ନିଜ ମମହିମା ଓ ଧାର୍ମିକତାରେ ଅଂଶୀ ହେବା ପାଇଁ ଆମକୁ ଆହ୍ୱାନ କରିଛନ୍ତି, ତାଙ୍କୁ ଜାଣିବା ଦ୍ୱରା ଆମେ ଏହି ଦାନ ପାଇଛୁ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଈଶ୍ବର ଆପଣା ଗୌରବ ଓ ସଦ୍ଗୁଣରେ ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ତାହାଙ୍କ ବିଷୟକ ଜ୍ଞାନ ଦ୍ୱାରା ତାହାଙ୍କ ଐଶ୍ବରୀୟ ଶକ୍ତି ଆମ୍ଭମାନଙ୍କୁ ଜୀବନ ଓ ଧର୍ମପରାୟଣତା ନିମନ୍ତେ ସମସ୍ତ ଆବଶ୍ୟକୀୟ ବିଷୟ ଦାନ କରିଅଛି। Ver Capítuloପବିତ୍ର ବାଇବଲ3 ଯୀଶୁଙ୍କଠାରେ ପରମେଶ୍ୱରଙ୍କ ଶକ୍ତି ଅଛି। ଆମ୍ଭର ଜୀବନଯାପନ ପାଇଁ ଓ ପରମେଶ୍ୱରଙ୍କୁ ସେବା କରିବା ପାଇଁ ଯାହାକିଛି ଦରକାର ସେ ସବୁ ଆପଣା ଶକ୍ତିରେ ଆମ୍ଭକୁ ଦେଇଛନ୍ତି। ଆମ୍ଭେ ତାହାଙ୍କୁ ଜାଣିଛୁ ବୋଲି ଏହାସବୁ ପାଇଛୁ। ଯୀଶୁ ଆପଣା ମହିମା ଓ ଉତ୍ତମତାରେ ଆମ୍ଭମାନଙ୍କୁ ଡାକିଛନ୍ତି। Ver Capítulo |