୨ ପିତର 1:5 - ଓଡିଆ ବାଇବେଲ5 ହଁ, ଏହି କାରଣରୁ ତୁମ୍ଭେମାନେ ଅତି ଯତ୍ନ ସହକାରେ ବିଶ୍ୱାସ ସହିତ ସଦ୍ଗୁଣ, ସଦ୍ଗୁଣ ସହିତ ଜ୍ଞାନ, Ver Capítuloପବିତ୍ର ବାଇବଲ (Re-edited) - (BSI)5 ହଁ, ଏହି କାରଣରୁ ତୁମ୍ଭେମାନେ ଅତି ଯନି ସହକାରେ ବିଶ୍ଵାସ ସହିତ ସଦ୍ଗୁଣ, ସଦ୍ଗୁଣ ସହିତ ଜ୍ଞାନ, Ver Capítuloପବିତ୍ର ବାଇବଲ (CL) NT (BSI)5 ଏଥିପାଇଁ ତୁମ ବିଶ୍ୱାସ ସହିତ ସଦଗୁଣ; ସଦ୍ଗୁଣ ସହିତ ଜ୍ଞାନ; Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ହଁ, ଏହି କାରଣରୁ ତୁମ୍ଭେମାନେ ଅତି ଯତ୍ନ ସହକାରେ ବିଶ୍ୱାସ ଦ୍ୱାରା ସଦ୍ଗୁଣ, ସଦ୍ଗୁଣ ଦ୍ୱାରା ଜ୍ଞାନ, Ver Capítuloପବିତ୍ର ବାଇବଲ5 ଯେହେତୁ ଏହି ଆଶୀର୍ବାଦଗୁଡ଼ିକ ତୁମ୍ଭଠାରେ ଅଛି, ତେଣୁ ତୁମ୍ଭେ ନିଜ ଜୀବନରେ ଏଗୁଡ଼ିକ ଅଧିକ ପାଇବା ପାଇଁ ପାରୁପର୍ଯ୍ୟନ୍ତ ପରିଶ୍ରମ କରିବା ଉଚିତ୍। ନିଜ ବିଶ୍ୱାସରେ ଉତ୍ତମ ଗୁଣ, ନିଜ ଉତ୍ତମଗୁଣରେ ଜ୍ଞାନ, Ver Capítulo |