2 ଶାମୁୟେଲ 1:18 - ଓଡିଆ ବାଇବେଲ18 ପୁଣି ଯିହୁଦା-ସନ୍ତାନମାନଙ୍କୁ ସେହି ଧନୁର୍ଗୀତ ଶିଖାଇବାକୁ ଆଜ୍ଞା ଦେଲେ; ଦେଖ, ତାହା ଯାଶେର୍ ପୁସ୍ତକରେ ଲେଖା ଅଛି। Ver Capítuloପବିତ୍ର ବାଇବଲ (Re-edited) - (BSI)18 ପୁଣି ଯିହୁଦା-ସନ୍ତାନମାନଙ୍କୁ ସେହି ଧନୁର୍ଗୀତ ଶିଖାଇବାକୁ ଆଜ୍ଞା ଦେଲେ; ଦେଖ, ତାହା ଯାଶେର୍ ପୁସ୍ତକରେ ଲେଖା ଅଛି। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି ଯିହୁଦା-ସନ୍ତାନମାନଙ୍କୁ ସେହି ଧନୁର୍ଗୀତ ଶିଖାଇବାକୁ ଆଜ୍ଞା ଦେଲେ; ଦେଖ, ତାହା ଯାଶେର୍ ପୁସ୍ତକରେ ଲେଖାଅଛି। Ver Capítuloପବିତ୍ର ବାଇବଲ18 ତା'ପରେ ଦାଉଦ ତାଙ୍କର ଲୋକମାନଙ୍କୁ, ଯିହୁଦୀୟମାନଙ୍କୁ ଉକ୍ତ ଗୀତ ଗାଇବା ପାଇଁ ଏବଂ ଶିକ୍ଷା ଦେବା ପାଇଁ ଆଦେଶ ଦେଲେ। ଏହାକୁ “ଧନୁ” କୁହାଯାଏ। ଏହା ଯାଶେର ପୁସ୍ତକରେ ଲେଖାଅଛି। Ver Capítulo |