2 ଶାମୁୟେଲ 1:7 - ଓଡିଆ ବାଇବେଲ7 ଶାଉଲ ପଛକୁ ଅନାନ୍ତେ, ମୋତେ ଦେଖି ଡାକିଲେ। ତହିଁରେ ମୁଁ ଉତ୍ତର କଲି, “ଏଠାରେ ମୁଁ ଅଛି।” Ver Capítuloପବିତ୍ର ବାଇବଲ (Re-edited) - (BSI)7 ଏଥି ମଧ୍ୟରେ ସେ ଆପଣା ପଛକୁ ଅନାନ୍ତେ, ମୋତେ ଦେଖି ଡାକିଲେ। ତହିଁରେ ମୁଁ ଉତ୍ତର କଲି, ଏଠାରେ ମୁଁ ଅଛି। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଶାଉଲ ପଛକୁ ଅନାନ୍ତେ, ମୋତେ ଦେଖି ଡାକିଲେ। ତହିଁରେ ମୁଁ ଉତ୍ତର କଲି, ‘ଏଠାରେ ମୁଁ ଅଛି।’ Ver Capítuloପବିତ୍ର ବାଇବଲ7 ଶାଉଲ ପଛକୁ ଗ୍ଭହିଁ ମୋତେ ଦେଖିଲେ ଓ ଡାକିଲେ, ମୁଁ ମଧ୍ୟ ଉତ୍ତର ଦେଲି। Ver Capítulo |