2 ଶାମୁୟେଲ 11:5 - ଓଡିଆ ବାଇବେଲ5 ଏଥିଉତ୍ତାରେ ସେହି ସ୍ତ୍ରୀ ଗର୍ଭବତୀ ହୁଅନ୍ତେ, ଦାଉଦଙ୍କ ନିକଟକୁ ଲୋକ ପଠାଇ ଜଣାଇ କହିଲା, “ମୁଁ ଗର୍ଭବତୀ ହୋଇଅଛି।” Ver Capítuloପବିତ୍ର ବାଇବଲ (Re-edited) - (BSI)5 ଅନନ୍ତର ସେ ସ୍ତ୍ରୀ ଗର୍ଭବତୀ ହୁଅନ୍ତେ, ଦାଉଦଙ୍କ ନିକଟକୁ ଲୋକ ପଠାଇ ଜଣାଇ କହିଲା, ମୁଁ ଗର୍ଭବତୀ ହୋଇଅଛି। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଥିଉତ୍ତାରେ ସେହି ସ୍ତ୍ରୀ ଗର୍ଭବତୀ ହୁଅନ୍ତେ, ଦାଉଦଙ୍କ ନିକଟକୁ ଲୋକ ପଠାଇ ଜଣାଇ କହିଲା, ମୁଁ ଗର୍ଭବତୀ ହୋଇଅଛି। Ver Capítuloପବିତ୍ର ବାଇବଲ5 କିନ୍ତୁ ବତ୍ଶେବା ଗର୍ଭବତୀ ହୁଅନ୍ତେ ଦାଉଦଙ୍କ ନିକଟକୁ ବାର୍ତ୍ତା ପଠାଇ କହିଲା, “ମୁଁ ଗର୍ଭବତୀ ହୋଇଛି।” Ver Capítulo |