2 ଶାମୁୟେଲ 11:8 - ଓଡିଆ ବାଇବେଲ8 ପୁଣି ଦାଉଦ ଊରୀୟକୁ କହିଲେ, “ଆପଣା ଗୃହକୁ ଯାଇ ପାଦ ପ୍ରକ୍ଷାଳନ କର।” ତହିଁରେ ଊରୀୟ ରାଜଗୃହରୁ ବାହାରିଗଲା, ପୁଣି ତା’ ପଛେ ପଛେ ରାଜାଙ୍କ ନିକଟରୁ ଉପହାର ଗଲା। Ver Capítuloପବିତ୍ର ବାଇବଲ (Re-edited) - (BSI)8 ପୁଣି ଦାଉଦ ଊରୀୟକୁ କହିଲେ, ଆପଣା ଗୃହକୁ ଯାଇ ପାଦ ପ୍ରକ୍ଷାଳନ କର। ତହିଁରେ ଊରୀୟ ରାଜଗୃହରୁ ବାହାରିଗଲା, ପୁଣି ତାʼ ପଛେ ପଛେ ରାଜାଙ୍କ ନିକଟରୁ ଖାଦ୍ୟଦ୍ରବ୍ୟ ଗଲା। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି ଦାଉଦ ଊରୀୟକୁ କହିଲେ, “ଆପଣା ଗୃହକୁ ଯାଇ ପାଦ ପ୍ରକ୍ଷାଳନ କର।” ତହିଁରେ ଊରୀୟ ରାଜଗୃହରୁ ବାହାରିଗଲା, ପୁଣି ତାʼ ପଛେ ପଛେ ରାଜାଙ୍କ ନିକଟରୁ ଉପହାର ଗଲା। Ver Capítuloପବିତ୍ର ବାଇବଲ8 ତା'ପରେ ଦାଉଦ ଊରିୟକୁ କହିଲେ ଠିକ୍ ଅଛି, “ବର୍ତ୍ତମାନ ତୁମ୍ଭେ ଗୃହକୁ ଯାଇ ବିଶ୍ରାମ ନିଅ।” ତା'ପରେ ଊରିୟ ରାଜାଙ୍କ ପାଖରୁ ଗ୍ଭଲିଗଲା। ରାଜା ଊରିୟଙ୍କ ପାଖକୁ କିଛି ଉପହାର ପଠାଇଲେ। Ver Capítulo |