2 ଶାମୁୟେଲ 12:15 - ଓଡିଆ ବାଇବେଲ15 ଏଥିଉତ୍ତାରେ ନାଥନ ଆପଣା ଗୃହକୁ ଚାଲିଗଲେ। ଏଥିଉତ୍ତାରେ ସଦାପ୍ରଭୁ ଊରୀୟର ଭାର୍ଯ୍ୟାଠାରୁ ଜାତ ଦାଉଦଙ୍କର ପୁତ୍ରକୁ ଆଘାତ କରନ୍ତେ, ସେ ଅତ୍ୟନ୍ତ ପୀଡ଼ିତ ହେଲା। Ver Capítuloପବିତ୍ର ବାଇବଲ (Re-edited) - (BSI)15 ଏଉତ୍ତାରେ ନାଥନ ଆପଣା ଗୃହକୁ ଚାଲିଗଲେ। ଅନନ୍ତର ସଦାପ୍ରଭୁ ଊରୀୟର ଭାର୍ଯ୍ୟାଠାରୁ ଜାତ ଦାଉଦଙ୍କର ପୁତ୍ରକୁ ଆଘାତ କରନ୍ତେ, ସେ ଅତ୍ୟ; ପୀଡ଼ିତ ହେଲା। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଥିଉତ୍ତାରେ ନାଥନ ଆପଣା ଗୃହକୁ ଚାଲିଗଲେ। ଏଥିଉତ୍ତାରେ ସଦାପ୍ରଭୁ ଊରୀୟର ଭାର୍ଯ୍ୟାଠାରୁ ଜାତ ଦାଉଦଙ୍କର ପୁତ୍ରକୁ ଆଘାତ କରନ୍ତେ, ସେ ଅତ୍ୟନ୍ତ ପୀଡ଼ିତ ହେଲା। Ver Capítuloପବିତ୍ର ବାଇବଲ15 ତା'ପରେ ନାଥନ ଗୃହକୁ ଫେରିଗଲେ। ସଦାପ୍ରଭୁ ଊରିୟର ସ୍ତ୍ରୀଠାରୁ ଜନ୍ମ ଦାଉଦର ସନ୍ତାନକୁ ଅତ୍ୟନ୍ତ ପୀଡ଼ିତ କରି ଦେଲେ। Ver Capítulo |