2 ଶାମୁୟେଲ 13:17 - ଓଡିଆ ବାଇବେଲ17 ଏଥିରେ ଅମ୍ନୋନ ଆପଣା ସେବାକାରୀ ଯୁବାକୁ ଡାକି କହିଲା, “ତାମରକୁ ଆମ୍ଭ ନିକଟରୁ ବାହାର କରି କବାଟରେ ଅର୍ଗଳ ଦିଅ।” Ver Capítuloପବିତ୍ର ବାଇବଲ (Re-edited) - (BSI)17 ଏଥିରେ ଅମ୍ନୋନ ଆପଣା ସେବାକାରୀ ଯୁବାକୁ ଡାକି କହିଲା, ଏଟାକୁ ଆମ୍ଭ କତିରୁ ବାହାର କରି ତାହା ପଛେ କବାଟରେ ଅର୍ଗଳ ଦିଅ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏଥିରେ ଅମ୍ନୋନ ଆପଣା ସେବାକାରୀ ଯୁବାକୁ ଡାକି କହିଲା, “ତାମରକୁ ଆମ୍ଭ ନିକଟରୁ ବାହାର କରି କବାଟରେ ଅର୍ଗଳ ଦିଅ।” Ver Capítuloପବିତ୍ର ବାଇବଲ17 ତା'ପରେ ଅମ୍ନୋନ ତା'ର ଦାସକୁ ଡାକି କହିଲା, “ଏହାକୁ ମୋ’ ପାଖରୁ ବାହାର କରିଦିଅ, ଏବଂ କବାଟ ବନ୍ଦ କରିଦିଅ।” Ver Capítulo |