2 ଶାମୁୟେଲ 13:22 - ଓଡିଆ ବାଇବେଲ22 ପୁଣି ଅବଶାଲୋମ ଅମ୍ନୋନକୁ ଭଲ କି ମନ୍ଦ କିଛି କହିଲା ନାହିଁ; କାରଣ ତାହାର ଭଉଣୀ ତାମରକୁ ବଳାତ୍କାର କରିବାରୁ ଅବଶାଲୋମ ଅମ୍ନୋନକୁ ଘୃଣା କଲା। Ver Capítuloପବିତ୍ର ବାଇବଲ (Re-edited) - (BSI)22 ପୁଣି ଅବଶାଲୋମ ଅମ୍ନୋନକୁ ଭଲ କି ମନ୍ଦ କିଛି କହିଲା ନାହିଁ; କାରଣ ତାହାର ଭଗିନୀ ତାମରକୁ ବଳାତ୍କାର କରିବାରୁ ଅବଶାଲୋମ ଅମ୍ନୋନକୁ ଘୃଣା କଲା। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପୁଣି ଅବଶାଲୋମ ଅମ୍ନୋନକୁ ଭଲ କି ମନ୍ଦ କିଛି କହିଲା ନାହିଁ; କାରଣ ତାହାର ଭଉଣୀ ତାମରକୁ ବଳାତ୍କାର କରିବାରୁ ଅବଶାଲୋମ ଅମ୍ନୋନକୁ ଘୃଣା କଲା। Ver Capítuloପବିତ୍ର ବାଇବଲ22 ଅବଶାଲୋମ ଅମ୍ନୋନକୁ ଭଲ କି ମନ୍ଦ କିଛି କହିଲା ନାହିଁ। କାରଣ ତାହାର ଭଉଣୀ ତାମରକୁ ବଳାତ୍କାର କରିବାରୁ ଅବଶାଲୋମ ଅମ୍ନୋନକୁ ଘୃଣା କଲା। Ver Capítulo |