2 ଶାମୁୟେଲ 3:7 - ଓଡିଆ ବାଇବେଲ7 ମାତ୍ର ଶାଉଲଙ୍କର ଏକ ଉପପତ୍ନୀ ଥିଲା, ତାହାର ନାମ ରିସ୍ପା, ସେ ଅୟାର କନ୍ୟା; ପୁଣି ଈଶ୍ବୋଶତ ଅବ୍ନରକୁ କହିଲା, “ତୁମ୍ଭେ କାହିଁକି ମୋହର ପିତାଙ୍କ ଉପପତ୍ନୀ ସହିତ ସହବାସ କଲ ?” Ver Capítuloପବିତ୍ର ବାଇବଲ (Re-edited) - (BSI)7 ମାତ୍ର ଶାଉଲଙ୍କର ଏକ ଉପପନିୀ ଥିଲା, ତାହାର ନାମ ରିସ୍ପା, ସେ ଅୟାର କନ୍ୟା; ପୁଣି (ଈଶ୍ବୋଶତ) ଅବ୍ନରକୁ କହିଲା, ତୁମ୍ଭେ କାହିଁକି ମୋହର ପିତାଙ୍କ ଉପପନିୀ କତିକି ଗଲ? Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମାତ୍ର ଶାଉଲଙ୍କର ଏକ ଉପପତ୍ନୀ ଥିଲା, ତାହାର ନାମ ରିସ୍ପା, ସେ ଅୟାର କନ୍ୟା; ପୁଣି ଈଶ୍ବୋଶତ ଅବ୍ନରକୁ କହିଲା, “ତୁମ୍ଭେ କାହିଁକି ମୋହର ପିତାଙ୍କ ଉପପତ୍ନୀ ସହିତ ସହବାସ କଲ?” Ver Capítuloପବିତ୍ର ବାଇବଲ7 ଶାଉଲଙ୍କର ଜଣେ ଉପପତ୍ନୀ ଥିଲା, ଯାହାର ନାମ ରିସ୍ପା, ସେ ଅୟାର କନ୍ୟା ଥିଲା। ଈଶ୍ବୋଶତ୍ ଅବ୍ନରକୁ କହିଲେ, “ତୁମ୍ଭେ କାହିଁକି ମୋର ପିତାଙ୍କର ଉପପତ୍ନୀଙ୍କ ସହିତ ଯୌନ ସମ୍ପର୍କ ରଖିଛ?” Ver Capítulo |