2 ଶାମୁୟେଲ 3:8 - ଓଡିଆ ବାଇବେଲ8 ତେବେ ଅବ୍ନର ଈଶ୍ବୋଶତର କଥା ସକାଶୁ ଅତି କ୍ରୋଧ କରି କହିଲା, “ମୁଁ କି ଯିହୁଦାର କୁକ୍କୁର ମୁଣ୍ଡ ? ମୁଁ ଆଜି ତୁମ୍ଭ ପିତା ଶାଉଲ ବଂଶକୁ ଓ ତାଙ୍କର ଭାଇ ଓ ବନ୍ଧୁମାନଙ୍କୁ ଦୟା କରୁଅଛି, ମଧ୍ୟ ତୁମ୍ଭକୁ ଦାଉଦ ହସ୍ତରେ ସମର୍ପଣ କରି ନାହିଁ, ତଥାପି ତୁମ୍ଭେ ଆଜି ଏହି ସ୍ତ୍ରୀ ବିଷୟରେ ମୋ’ ଉପରେ ଆରୋପ କରୁଅଛ ? Ver Capítuloପବିତ୍ର ବାଇବଲ (Re-edited) - (BSI)8 ତେବେ ଅବ୍ନର ଈଶ୍ବୋଶତର କଥା ସକାଶୁ ଅତି କ୍ରୋଧ କରି କହିଲା, ମୁଁ କି ଯିହୁଦା ପକ୍ଷର କୁକ୍କୁର ମୁଣ୍ତ? ମୁଁ ତ ଆଜି ତୁମ୍ଭ ପିତା ଶାଉଲ ବଂଶକୁ ଓ ତାଙ୍କର ଭାଇ ଓ ବନ୍ଧୁମାନଙ୍କୁ ଦୟା କରୁଅଛି, ମଧ୍ୟ ତୁମ୍ଭକୁ ଦାଉଦ ହସ୍ତରେ ସମର୍ପଣ କରି ନାହିଁ, ତଥାପି ତୁମ୍ଭେ ଆଜି ଏହି ସ୍ତ୍ରୀ ବିଷୟରେ ଅପରାଧ ମୋʼ ଉପରେ ଆରୋପ କରୁଅଛ? Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତେବେ ଅବ୍ନର ଈଶ୍ବୋଶତର କଥା ସକାଶୁ ଅତି କ୍ରୋଧ କରି କହିଲା, “ମୁଁ କି ଯିହୁଦାର କୁକ୍କୁର ମୁଣ୍ଡ? ମୁଁ ଆଜି ତୁମ୍ଭ ପିତା ଶାଉଲ ବଂଶକୁ ଓ ତାଙ୍କର ଭାଇ ଓ ବନ୍ଧୁମାନଙ୍କୁ ଦୟା କରୁଅଛି, ମଧ୍ୟ ତୁମ୍ଭକୁ ଦାଉଦ ହସ୍ତରେ ସମର୍ପଣ କରି ନାହିଁ, ତଥାପି ତୁମ୍ଭେ ଆଜି ଏହି ସ୍ତ୍ରୀ ବିଷୟରେ ମୋʼ ଉପରେ ଆରୋପ କରୁଅଛ? Ver Capítuloପବିତ୍ର ବାଇବଲ8 ଅବ୍ନର ଈଶ୍ବୋଶତ୍ର କଥା ଶୁଣି ଅତି ରାଗରେ କହିଲା, “ମୁଁ ତ ତୁମ୍ଭ ପିତା ଶାଉଲ ବଂଶକୁ ଓ ତାଙ୍କର ଭାଇ ବନ୍ଧୁମାନଙ୍କୁ ଦୟା କରୁଅଛି। ମୁଁ ମଧ୍ୟ ତୁମ୍ଭକୁ ଦାଉଦ ହସ୍ତରେ ସମର୍ପଣ କରି ନାହିଁ। ତଥାପି ତୁମ୍ଭେ ଆଜି ଏହି ସ୍ତ୍ରୀ ବିଷୟରେ ଅପରାଧ ମୋ’ ଉପରେ ଆରୋପ କରୁଅଛ। Ver Capítulo |